ପୁରୀରେ କାର୍ତ୍ତିକ ବ୍ରତ ପାଇଁ ଆଜିଠୁ ଅନଲାଇନ୍ ଆବେଦନ, ରହିବେ ୨୫୦୦ ହବିଷ୍ୟାଳି

Spread the love

ପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ନିଶୁଳ୍କ ହବିଷ୍ୟାଳି ବ୍ରତ ପାଳନ ପାଇଁ ଆଜିଠୁ ଅନଲାଇନ୍ ଆବେଦନ ଆରମ୍ଭ ହେବ । ଓଡ଼ିଶା ସରକାରଙ୍କ ଇ-ଡିଷ୍ଟ୍ରିକ୍ଟ ପୋର୍ଟାଲ୍‌ ଜରିଆରେ ଆବେଦନ କରାଯିବ । ଅକ୍ଟୋବର ୨୬ରୁ ନଭେମ୍ବର ୨୪ ପର୍ଯ୍ୟନ୍ତ ପାଳନ ହେବ କାର୍ତ୍ତିକ ବ୍ରତ । ରାଜ୍ୟ ସରକାରଙ୍କ ହବିଷ୍ୟାଳି ଯୋଜନାରେ ପୁରୀରେ ମହିଳାମାନଙ୍କୁ ମାଗଣା ରହଣି ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦିଆଯିବ ।

Oplus_16908288

ଚଳିତ ବର୍ଷ ମୋଟ ଅଢେଇ ହଜାର ହବିଷ୍ୟାଳିଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ପଞ୍ଜିକୃତ ହବିଷ୍ୟାଳିଙ୍କ ରହଣି ପାଇଁ ପୁରୀର ବୃନ୍ଦାବତୀ ନିବାସ, ପୌରସଂସ୍ଥା କଲ୍ୟାଣ ମଣ୍ଡପ ଏବଂ ରେଳବାଇ ଟୁରିଷ୍ଟ କମ୍ପ୍ଲେକ୍ସରେ ନିଶୁଳ୍କ ବ୍ୟବସ୍ଥା କରାଯିବ । ଏଥିସହ ହବିଷ୍ୟାଳିଙ୍କ ପାଇଁ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଏବଂ ମାଗଣା ମହାପ୍ରସାଦ ସେବନର ସୁବିଧା ମଧ୍ୟ ରହିଛି । ସମସ୍ତ ୩୦ଟି ଜିଲ୍ଲାର ମହିଳାମାନେ ଅନଲାଇନ୍‌ରେ ଆବେଦନ କରିପାରିବେ ।

  • jmjnewso

    Related Posts

    ଶୀତ ଆସିଲା , ଚିଲିକାରେ ବଢ଼ିଲାଣି ବିଦେଶୀ ଅତିଥି ପକ୍ଷୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ଆସିଲାଣି ଶୀତ । ଚିଲିକାରେ ଏବେ ଅତିଥି ପକ୍ଷୀଙ୍କ କୋଳାହଳ ବଢୁଛି । ଧୀରେ ଧୀରେ ବଢୁଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା। ସୁଦୂର ସାଇବେରିଆରୁ ଚିଲକାକୁ ପୁଣି ଥରେ ବର୍ଷେ ବ୍ୟବଧାନରେ ଅତିଥି ପକ୍ଷୀ…

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    Spread the love

    Spread the love ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ଛାତ୍ର ସଂସଦ ନିର୍ବାଚନର ବିଜ୍ଞପ୍ତି ଆସିବାର କିଛି ଘଣ୍ଟା ମଧ୍ୟରେ ଖଲ୍ଲିକୋଟ କଲେଜରେ ଦେଖିବାକୁ ମିଳିଛି କିଛି ଛାତ୍ରଙ୍କ ଅରାଜକତା l ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି

    ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି

    INDIA ବ୍ଲକ୍‌ ପ୍ରତିବାଦରେ ସାମିଲ୍ ହେଲା ବିଜେଡି

    INDIA ବ୍ଲକ୍‌ ପ୍ରତିବାଦରେ ସାମିଲ୍ ହେଲା ବିଜେଡି

    ସିଇଓଙ୍କ ଅଫିସ ଘେରିଲା କଂଗ୍ରେସ

    ସିଇଓଙ୍କ ଅଫିସ ଘେରିଲା କଂଗ୍ରେସ

    ଶୀତ ଆସିଲା , ଚିଲିକାରେ ବଢ଼ିଲାଣି ବିଦେଶୀ ଅତିଥି ପକ୍ଷୀ

    ଶୀତ ଆସିଲା , ଚିଲିକାରେ ବଢ଼ିଲାଣି ବିଦେଶୀ ଅତିଥି ପକ୍ଷୀ

    ପୁରୀରେ କାର୍ତ୍ତିକ ବ୍ରତ ପାଇଁ ଆଜିଠୁ ଅନଲାଇନ୍ ଆବେଦନ, ରହିବେ ୨୫୦୦ ହବିଷ୍ୟାଳି

    ପୁରୀରେ କାର୍ତ୍ତିକ ବ୍ରତ ପାଇଁ ଆଜିଠୁ ଅନଲାଇନ୍ ଆବେଦନ, ରହିବେ ୨୫୦୦ ହବିଷ୍ୟାଳି

    ମୁଖ୍ୟ ନିର୍ବାଚନ ଆୟୋଗଙ୍କ ଇସ୍ତଫା ଦାବିରେ ବିରୋଧୀ ମେଣ୍ଟର ସଂସଦ ମାର୍ଚ୍ଚ, ଯୋଗଦେଲେ ୧୯ ଟି ଦଳର ପ୍ରତିନିଧି।

    ମୁଖ୍ୟ ନିର୍ବାଚନ ଆୟୋଗଙ୍କ ଇସ୍ତଫା ଦାବିରେ ବିରୋଧୀ ମେଣ୍ଟର ସଂସଦ ମାର୍ଚ୍ଚ, ଯୋଗଦେଲେ ୧୯ ଟି ଦଳର ପ୍ରତିନିଧି।