ଶିକ୍ଷକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା

Spread the love

କଳାହାଣ୍ଡି :(ଜେଏମଜେ ନ୍ୟୁଜ ): ରାତନ ଛାତ୍ର ସମାବେଶରେ ପାଳନ ହେଲା ଶିକ୍ଷକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ। କଳାହାଣ୍ଡି ,ଜିଲ୍ଲା ଜୟପାଟଣା ବ୍ଲକ ପରମାନନ୍ଦ ଉଚବିଦ୍ୟାଳୟ ଠାରେ ଇଂରାଜୀ ଶିକ୍ଷକ କୁଞ୍ଜ ବିହାରି ଦାସ ଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି
ଅନୁଷ୍ଠିତ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ କଳାହାଣ୍ଡି ସାଂସଦ ଶ୍ରୀମତୀ ମାଳବିକା ଦେବୀ କଳାହାଣ୍ଡି ଜିଲ୍ଲାପାଳ ସଚିନ୍ ପାୱାର, ଉପ ଜିଲ୍ଲାପାଳ ଧିମନ ଚକମା, ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର୍, ଜୟପାଟଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ଥବୀର ବାଗ, ପଞ୍ଚାୟତ ସମିତି ଉପାଧକ୍ଷା ଶ୍ରୀମତୀ ଜାନକୀ ବାଣୁଆ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ୍ ନାରାୟଣ ପଣ୍ଡା, କଳାହାଣ୍ଡିର ବରିଷ୍ଠ ସମାଜସେବୀ ରମେଶ ଚନ୍ଦ୍ର ମାଝୀ, ରେଙ୍ଗାଲ ପାଲି ସରପଞ୍ଚ ଐଶ୍ଚଯ୍ୟ କୁମାର ଦାସ, ରେଂଗାଲ ପାଲି ପରମାନନ୍ଦ ଉଛ ବିଦ୍ୟାଳୟର ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ମୁଣ୍ଡ ଯୋଗଦେଇ ଶିକ୍ଷକ ଙ୍କ କର୍ମମୟ ଜୀବନୀ ଉପରେ ଆଲୋକପାତ କରିଥିଲେ..ଏହି ଉତ୍ସବରେ ପୁରାତନ ଛାତ୍ର ଛାତ୍ରୀ ଏବଂ ବିଦ୍ୟାଳୟ ର ଅଧୟନ ରତ ,ସମସ୍ତ ଛାତ୍ର ଛାତ୍ରୀ,ବୁଦ୍ଧିଜୀବୀ, ଗ୍ରାମବାସୀ ଉପସ୍ଥିତ ରହି କୁଞ୍ଜ ବିହାରି ଦାସଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ।
କଳାହାଣ୍ଡି ରୁ ବାସୁଦେବ ଛତ୍ରିଆ ଙ୍କ ରିପୋର୍ଟ jmj news.

  • Related Posts

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

    Spread the love

    Spread the loveପୁରୁଷୋତ୍ତମପୁର :ଜେଏମଜେ ନ୍ୟୁଜ : ବିଶ୍ବର ପ୍ରାଚୀନତମ ଭାଷା ସଂସ୍କୃତ ଭାଷା। ବେଦଠାରୂ ଆରମ୍ଭ କରି ପୁରାଣ ଓ ଉପନିଷଦ ଆଦି ସଂସ୍କୃତ ଭାଷାରେ ରଚିତ। ଯୁଗେ ଯୁଗେ ସଂସ୍କୃତ ଭାଷାର ମହତ୍ତ୍ଵ ରହିଆସିଛି।ପାଠ୍ୟ ବିଷୟ ବସ୍ତୁ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ