ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ବୁଧବାର ଆଇଏସସ୍ତରରେ ଏକ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସଚିବ ଥିବା ଅନ୍ୟା ଦାସଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିଭଳି ସାଧାରଣ ପ୍ରଶାସନ ବିଭାଗର ମଧୁମିତାଙ୍କୁ ନୂଆପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ନବରଙ୍ଗପୁର ଜିଲ୍ଲାପାଳ ଡ.ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାର ମିଳିଛି ।ସେହିଭଳି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ପଦ ମିଳିଥିବା ବେଳେ ପ୍ରଦୀପ କୁମାର ନାୟକଙ୍କୁ ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଅତିରିକ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଅଶନୀ ଏ ଏଲ୍‌ ଭବାନୀପାଟଣା ଉପଜିଲ୍ଲାପାଳ ଭାବେ ଏବଂ ଭବାନୀପାଟଣା ସବ କଲେକ୍ଟର କସ୍ତୁରୀ ଶା ସାଧାରଣ ପ୍ରଶାସନ ବିଭାଗର ଅନୁସଚିବ ଭାର ତୁଲାଇବେ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

  • jmjnewso

    Related Posts

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଛାତ୍ର ସଂସଦ ନିର୍ବାଚନ ପାଇଁ ପୋଲିସର ବଡ଼ ପ୍ରସ୍ତୁତି । SP-DCPଙ୍କ ସହ DGPଙ୍କ ସମୀକ୍ଷା । କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର । ଦୀର୍ଘ ୮ ବର୍ଷର…

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମିଶନ ଶକ୍ତି ପ୍ରେକ୍ଷାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ୧,୭୯,୮୦୯ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କାର ସୁଧ ଫେରସ୍ତ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦକୁ ସମର୍ଥନ କଲା ବିଜେଡି

    ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦକୁ ସମର୍ଥନ କଲା ବିଜେଡି

    କବିସୂର୍ଯ୍ୟନଗର ରୁ ଆରମ୍ଭ ହେଲା ସେବା ଜ୍ୟୋତି ଯାତ୍ରା ରଥ.

    କବିସୂର୍ଯ୍ୟନଗର ରୁ ଆରମ୍ଭ ହେଲା ସେବା ଜ୍ୟୋତି ଯାତ୍ରା ରଥ.

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।

    ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।