ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

Spread the love

ବେଗୁନିଆପଡା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସ୍ଥିତ ବାପୁଜୀ ଷ୍ଟାଡିୟମ ଠାରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ବୁଧବାର ଶୁଭାରମ୍ଭ ହୋଇଛି।

ଗଞ୍ଜାମ ଜିଲ୍ଲାର ୨୨ ଟି ବ୍ଲକ ରୁ ୧୭ ଓ ୧୪ ବର୍ଷରୁ କମ୍ ଛାତ୍ର ଛାତ୍ରୀ ଏଥିରେ ଅଂଶ ଗ୍ରହଣ କରିଛନ୍ତି। ବ୍ଲକ ସ୍ତରୀୟ ଖୋ ଖୋ ପ୍ରତିଯୋଗିତା ରୁ ଉନ୍ନିତ ହୋଇଥିବା ପ୍ରତିଯୋଗି ଏଥିରେ ଭାଗ ନେଇଥିବା ଜଣାପଡିଛି।

ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ନିର୍ଦ୍ଦେଶ କ୍ରମେ ବେଗୁନିଆପଡ଼ା ମଣ୍ଡଳ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ସଂଗଠନ ଆନୁକୂଲ୍ୟରେ ୩ ଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତାକୁ ମୁଖ୍ଯ ଅତିଥି ଭାବେ ଆସିକା ସାଂସଦ ଅନିତା ଶୁଭଦର୍ଶିନି ପଟ୍ଟନାୟକ ଯୋଗ ଦେଇଥିବା ବେଳେ ମୁଖ୍ଯ ବକ୍ତା ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ବେଗୁନିଆପଡ଼ା ବିଡ଼ିଓ ସୁନୀଲ କୁମାର ସାମନ୍ତ, କୋଦଳା ତହସିଲଦାର ବିନ୍ଦୁ ବଳୟ ରାଉତରାୟ, କୋଦଳା ଏନଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଣୀ ପ୍ରଭାତୀ କୁମାରୀ ମହାପାତ୍ର, ବେଗୁନିଆପଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ସାହୁଙ୍କ ସମେତ ବହୁ କ୍ରୀଡା ଶିକ୍ଷକଙ୍କ ଉପସ୍ଥିତିରେ କ୍ରୀଡା ପତାକା ଉତ୍ତୋଳନ ସହ ଏହି ପ୍ରତିଯୋଗିତା ଶୁଭାରମ୍ଭ ହୋଇଛି।

  • jmjnewso

    Related Posts

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    Spread the love

    Spread the loveକୋରାପୁଟ : ଜେଏମଜେ ନ୍ୟୁଜ (ଦେବାଶ୍ରିତ ପଟ୍ଟନାୟକ ): କୋରାପୁଟ ଜିଲ୍ଲା ବୈପାରୀଗୁଡା ବ୍ଲକ ହଳଦୀ କୁଣ୍ଡ ଗ୍ରାମ ର ଶତାଧିକ ପୁରୁଷ ଓ ମହିଳା ଗୋଲକୁଣ୍ଡ ଗ୍ରାମରେ ଗୌଦାବରୀଶ ବିଦ୍ୟାଳୟ ସ୍ଥାପନ ନ କରି ହଳଦୀ କୁଣ୍ଡ…

    କବିସୂର୍ଯ୍ୟନଗର ରୁ ଆରମ୍ଭ ହେଲା ସେବା ଜ୍ୟୋତି ଯାତ୍ରା ରଥ.

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : କବିସୂର୍ଯ୍ୟନଗର ରୁ ଆରମ୍ଭ ହେଲା ସେବା ଜ୍ୟୋତି ଯାତ୍ରା ରଥ…ଆଜି ସାରା ଦେଶରେ ସେବା ଜ୍ୟୋତି ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ ରେ ଶତାଧିକ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ଓଡିଶା ବନ୍ଦ: ହେଲେ ଚାଲିବ ଘରୋଇ ବସ।

    କାଲି ଓଡିଶା ବନ୍ଦ:  ହେଲେ ଚାଲିବ ଘରୋଇ ବସ।

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦକୁ ସମର୍ଥନ କଲା ବିଜେଡି

    ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦକୁ ସମର୍ଥନ କଲା ବିଜେଡି

    କବିସୂର୍ଯ୍ୟନଗର ରୁ ଆରମ୍ଭ ହେଲା ସେବା ଜ୍ୟୋତି ଯାତ୍ରା ରଥ.

    କବିସୂର୍ଯ୍ୟନଗର ରୁ ଆରମ୍ଭ ହେଲା ସେବା ଜ୍ୟୋତି ଯାତ୍ରା ରଥ.