ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

Spread the love

ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ ରହିଥିବା ଖବର ପାଇଲା ପରେ ବିଜୁ ଛାତ୍ର ଜନତା ଦଳର ଛାତ୍ରନେତା ଓ ବିଜେଡି ନେତା ଏହାକୁ ବିରୋଧ କରି ସର୍କିଟ ହାଉସ ପହଞ୍ଚି ପ୍ରତିବାଦ ଜଣାଇଛନ୍ତି ।

ଛାତ୍ର ସଂସଦ ନିର୍ବାଚନ ଆଚରଣବିଧି ଉଲଘଂନ କରାଯାଇଥିବା ଅଭିଯୋଗ କରି ଏବିଭିପି ସମର୍ଥକଙ୍କୁ ଗୋଟିଏ ରୁମର ବାଥରୁମରେ ବନ୍ଦ କରିଦେଇଥିବା ଜଣାପଡିଛି । ଏହି ଘଟଣା ପରେ ସର୍କିଟ ହାଉସରେ ଉତ୍ତେଜନା ପ୍ରକାଶ ପାଇଛି ।ବିଜେଡି ଓ ଏବିଭିପି ସମର୍ଥକ ମୁହାଁମୁହିଁ ହୋଇଛନ୍ତି । ଖବର ପାଇ ଟାଉନ ଥାନା ପୋଲିସ ପହଞ୍ଚି ଏବିଭିପି କଲେଜ ଛାତ୍ରଙ୍କୁ ଉଦ୍ଧାର କରି ଥାନାକୁ ନେଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଟାଉନ ଥାନା ଅଧିକାରୀ ଅବନୀ ସାହୁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଅନ୍ୟପଟେ ଏବିଭିପି ପକ୍ଷରୁ ଲକ୍ଷ୍ମୀଯୋରର ଥାନାରେ ଅଭିଯୋଗ କରାଯାଇଥିବା ଜଣାପଡିଛି ।

  • jmjnewso

    Related Posts

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    Spread the love

    Spread the loveକୋଦଳା : ଜେଏମଜେ ନ୍ୟୁଜ : କୃଷ୍ଣ ଚନ୍ଦ୍ର ପଲେଇ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗ୍ରାମୀଣ ଏବଂ ଉପାନ୍ତ ଅଞ୍ଚଳ ଉପରେ ବିଶେଷ ଧ୍ୟାନ ଦେଉଛି। ଦଳ ନିଜର ସଂଗଠନକୁ ତୃଣମୂଳ…

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    Spread the love

    Spread the loveକୋଦଳା: ଜେଏମଜେ ନ୍ୟୁଜ : (କୃଷ୍ଣ ଚନ୍ଦ୍ର ପଲେଇ ): ବିକାଶର କଥା କହୁଛନ୍ତି ଲୋକ ପ୍ରତିନିଧି, ହେଲେ ପୁରାତନ ମନ୍ଦିରକୁ ଯିବା ପାଇଁ ଆଜି ବି ନାହିଁ ପକ୍କା ରାସ୍ତା ! ଏହା କ’ଣ ବିକାଶର ନମୁନା,…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି