ମଧ୍ୟାହ୍ନ ଭୋଜନ ଖାଇ 15 ରୁ ଅଧିକ ପିଲା ଅସୁସ୍ଥ

Spread the love

ମଧ୍ୟାହ୍ନ ଭୋଜନ ଖାଇ 15 ରୁ ଅଧିକ ପିଲା ଅସୁସ୍ଥ.. ଅସୁସ୍ଥ ଥିବା ବହୁ ପିଲା ଏବେ ବି ମେଡିକାଲ ରେ ଚିକିତ୍ସା ଧୀନ ଥିବା ସୂଚନା ଆସୁଛି….
ଏଭଳି ଏକ ବଡ଼ ଖବର ଏବଂ ସମ୍ବେଦନଶୀଳ ଖବର ଏବେ ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ ଆଠଗଡପାଟଣା ରେ ଘଟିଥିବା ଶୁଣିବାକୁ ମିଳିଛି… ଶନିବାର ଦିନ ମଧ୍ୟାହ୍ନ ଭୋଜନ ଖାଇବା ପରେ ଘଟଣା ଜଣାପଡ଼ିଥିଲା କିନ୍ତୁ ଭୁଲ ଲୁଚାଇବା ପାଈଁ ଘଟଣା ଚାପି ଦେବାକୁ ଉଦ୍ୟମ କରିଥିଲେ ମଧ୍ୟ ବହୁ ପିଲା ମେଡିକାଲ ରେ ଚିକିତ୍ସା ଧୀନ ଥିବା ଖବର ଚର୍ଚ୍ଚା ଆଲୋଚନା ରୁ ଜଣାଯାଇଛି…କେଉଁ କାରଣ ରୁ ଏଭଳି ଘଟଣା ହେଲା କେହି କହୁନଥିବା ବେଳେ, ଗଞ୍ଜାମ DEO ଙ୍କ ନୀରବତା କୁ ନେଇ ପ୍ରତିକ୍ରିୟା ଦେଖାଦେଲାଣି..
ଘଟଣା ସମ୍ପର୍କରେ ପ୍ରଧାନ ଶିକ୍ଷକ ଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରିନଥିବା ବେଳେ କବିସୂର୍ଯ୍ୟନଗର BEO ଘଟଣା ସମ୍ପର୍କ ରେ ଅବଗତ ଥିବା ଏବଂ ପ୍ରଧାନ ଶିକ୍ଷକ ବିଇଓ ଙ୍କୁ ଲିଖିତ ଜଣାଇଥିବା ବିଇଓ କହିଛନ୍ତି.. ଏବେ ବି ଅସୁସ୍ଥ ଅଛନ୍ତି ବହୁ ପିଲା..
ଏଭଳି ଘଟଣା ପାଈଁ କିଏ ଦାୟୀ ତାହାକୁ ନେଇ ପ୍ରଶ୍ନ ଉଠିଥିବା ବେଳେ ଶିକ୍ଷା ବିଭାଗ ର ଦାୟିତ୍ୱହୀନ କାର୍ଯ୍ୟ ପଦାରେ ପଡିଛି..
କଣ ହେବ ତଦନ୍ତ କିଏ ଦୋଷୀ.. ଜିଲ୍ଲା ଶିକ୍ଷା ବିଭାଗ କଣ ନେଉଛି ପଦକ୍ଷେପ ତାହାକୁ ନେଇ ଏବେ ପ୍ରଶ୍ନ ଉଠିଛି..
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 25 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 27 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 17 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 24 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 20 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 51 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।