କଲେଜ ନିର୍ବାଚନ ପୂର୍ବରୁ ଉତ୍ତେଜନା : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅନଶନ

Spread the love

ବ୍ରହ୍ମପୁର : ଜେଏମଜେ ନ୍ୟୁଜ : କଲେଜ ନିର୍ବାଚନକୁ ନେଇ ଚଳଚଞ୍ଚଳ କ୍ୟାମ୍ପସ୍‌ । ଆଜି ସରିବ ନିର୍ବାଚନୀ ପ୍ରଚାର । ହାତରେ ଆଉ ଅଳ୍ପ ସମୟ ଥିବାରୁ ଭୋଟରଙ୍କୁ ନିଜ ସପକ୍ଷରେ ଆଣିବାକୁ ଜୋରଦାର ଉଦ୍ୟମ କରୁଛନ୍ତି ପ୍ରାର୍ଥୀ । ହେଲେ ନିର୍ବାଚନ ପୂର୍ବରୁ ବିଭିନ୍ନ କ୍ୟାମ୍ପସ୍‌ରେ ଦେଖିବାକୁ ମିଳିଛି ଉତ୍ତେଜନା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ରାଜନୈତିକ ହସ୍ତକ୍ଷେପ ଅଭିଯୋଗକୁ ନେଇ ତେଜିଛି ଅସନ୍ତୋଷ ।ପ୍ରତିବାଦରେ ଗାନ୍ଧୀ ମୂର୍ତ୍ତି ତଳେ ଅନଶନରେ ବସିଛନ୍ତି ଛାତ୍ର । ଅନ୍ୟପଟେ ବଲାଙ୍ଗୀରର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଦୁଇ ଛାତ୍ର ସଂଗଠନ ମଧ୍ୟରେ ମୁହାଁମୁହିଁ ସ୍ଥିତି ଉପୁଜିଛି ।

Oplus_16908288

ନିର୍ବାଚନ ପାଖେଇ ଆସୁଥିବା ବେଳେ କ୍ୟାମ୍ପସ୍‌ରେ ଏଭଳି ଘଟଣାକୁ ନେଇ ଚିନ୍ତା ବଢ଼ିଛି । ଗୋଟିଏ ପଟେ ପ୍ରଚାରର ଶେଷ ଦିନ, ଅନ୍ୟପଟେ ଅଭିଯୋଗ, ଅନଶନ ଓ ଛାତ୍ର ସଂଗଠନ ମଧ୍ୟରେ ବିବାଦ । ଏବେ ପ୍ରଶ୍ନ ଉଠୁଛି, ନିର୍ବାଚନ ପୂର୍ବରୁ କ୍ୟାମ୍ପସ୍‌ରେ ଶାନ୍ତି ଫେରିବ ତ? ନା ମତଦାନ ପୂର୍ବରୁ ଆହୁରି ବଢ଼ିବ ଉତ୍ତେଜନା?


  • jmjnewso

    Related Posts

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବର ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମ୍ଭାବ୍ୟ ଗସ୍ତକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଜି ଏନେଇ ରାଜ୍ୟସ୍ତରୀୟ ପ୍ରସ୍ତୁତି…

    ରମାଦେବୀରେ BCJDର ବିପୁଳ ବିଜୟ : ସଭାପତି ହେଲେ ସୋନାଲି ବେହେରା, ହାରିଲା ABVP

    Spread the love

    Spread the loveଭୁବନେଶ୍ୱର, ୧୬/୧୦ : ଜେଏମଜେ ନ୍ୟୁଜ : ରମାଦେବୀ (ଆରଡି) ମହିଳା ବିଶ୍ବବିଦ୍ୟାଳୟରେ ଗଡ଼ ରଖିଲା ବିଜୁ ଛାତ୍ର ଜନତା ଦଳ । ୮ ବର୍ଷ ପରେ ହୋଇଥିବା ନିର୍ବାଚନରେ ଦଳର ପ୍ରାର୍ଥୀମାନେ ବୃହତ୍ ବିଜୟ ଲାଭ କରିଛନ୍ତି।…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି