ବୀର ଧନଞ୍ଜୟପୁର ଶାସନରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

Spread the love

ବୁଗୁଡ଼ା,୧୩/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନ୍‌ଏସି ଅନ୍ତର୍ଗତ ଭଞ୍ଜ ରାଜାଙ୍କ ଦ୍ୱାରା ପ୍ରତିଷ୍ଠିତ ବୀର ଧନଞ୍ଜୟପୁର ଶାସନରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ ହୋଇଛି। ପବିତ୍ର ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ ଦେବୀଙ୍କ ଉତ୍ଥାପନ ସହ ସହସ୍ର କୁମ୍ଭ ସ୍ନାନ ଅନୁଷ୍ଠିତ ହୋଇଥିଲା। ଏଥିସହ ମଧ୍ୟରାତ୍ରିରେ ଦେବୀଙ୍କ ଷୋଡ଼ଶ ଉପଚାର ପୂଜା, ବେଶ ଓ ଆଳତି କରାଯାଉଥିବା ଦେଖିବାକୁ ମିଳିଛି।ପୂଜା ଅବସରରେ ପ୍ରତ୍ୟେକ ସନ୍ଧ୍ୟାରେ ଠାକୁରାଣୀଙ୍କୁ ସୁସଜ୍ଜିତ ବିମାନରେ ବିରାଜମାନ କରାଇ ବିଭିନ୍ନ ବାଦ୍ୟବାଜଣା ସହ ଗ୍ରାମ ପରିକ୍ରମା କରାଯାଉଛି।

ଏହି ସମୟରେ ଭକ୍ତଙ୍କ ପକ୍ଷରୁ ଦ୍ୱାର ଭୋଗ, ଉପନ ଭୋଗ ଓ ହାଣ୍ଡି ଭୋଗ ଅର୍ପଣ କରାଯାଉଛି।ପୂଜାରେ ପୁରୋହିତ ଭାବେ ପ୍ରଶାନ୍ତ ମିଶ୍ର ଓ କର୍ତ୍ତା ଭାବେ ପ୍ରମୋଦ କୁମାର ଦାଶ ଦାୟିତ୍ୱ ତୁଲାଉଛନ୍ତି। ସଭାପତି ଲମ୍ବୋଦର ଦାଶଙ୍କ ତତ୍ତ୍ୱାବଧାନରେ ସମ୍ପାଦକ ସୁଶାନ୍ତ କୁମାର ଦାଶ, ଦିବ୍ୟ ଚରଣ ଦାଶ ଓ ବୈଷ୍ଣବ ଚରଣ ଦାଶଙ୍କ ସମେତ ଅନ୍ୟ ସଦସ୍ୟମାନେ ପୂଜା ପରିଚାଳନା କରୁଛନ୍ତି ।ଏହି ଶାରଦୀୟ ଦୁର୍ଗାପୂଜା ଆଶ୍ୱିନ ଶୁକ୍ଳ ଅଷ୍ଟମୀ ପର୍ଯ୍ୟନ୍ତ ଚାଲିବ ବୋଲି ପରିଚାଳନା ସମିତିର ସହସମ୍ପାଦକ ବୈଷ୍ଣବ ଚରଣ ଦାଶ ପ୍ରକାଶ କରିଛନ୍ତି।

  • jmjnewso

    Related Posts

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    Spread the love

    Spread the loveକୋଦଳା : ଜେଏମଜେ ନ୍ୟୁଜ : କୃଷ୍ଣ ଚନ୍ଦ୍ର ପଲେଇ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗ୍ରାମୀଣ ଏବଂ ଉପାନ୍ତ ଅଞ୍ଚଳ ଉପରେ ବିଶେଷ ଧ୍ୟାନ ଦେଉଛି। ଦଳ ନିଜର ସଂଗଠନକୁ ତୃଣମୂଳ…

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    Spread the love

    Spread the loveକୋଦଳା: ଜେଏମଜେ ନ୍ୟୁଜ : (କୃଷ୍ଣ ଚନ୍ଦ୍ର ପଲେଇ ): ବିକାଶର କଥା କହୁଛନ୍ତି ଲୋକ ପ୍ରତିନିଧି, ହେଲେ ପୁରାତନ ମନ୍ଦିରକୁ ଯିବା ପାଇଁ ଆଜି ବି ନାହିଁ ପକ୍କା ରାସ୍ତା ! ଏହା କ’ଣ ବିକାଶର ନମୁନା,…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି