କେଶରପୁରରେ ହାତୀ ଉପଦ୍ରବ :ବ୍ୟାପକ ଧାନ ଫସଲ ନଷ୍ଟ ।

Spread the love

କୋଦଳା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ )-: ଗଞ୍ଜାମ ଜିଲ୍ଲା ସୁମଣ୍ଡଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ତାଳସର ପଞ୍ଚାୟତ କେଶରପୁର ଗ୍ରାମରେ ବୁଧବାର ଦିନ ସକାଳୁ ବଣୁଆ ହାତୀ ପଲ୍ଲର ଉପଦ୍ରବ ଫଳରେ ବ୍ୟାପକ ଧାନ ଫସଲ ଆଦି ନଷ୍ଟ କରିଛନ୍ତି । ସୂଚନା ଅନୁଯାଇ ସେହି ଗ୍ରାମର ପିତବାସ ପ୍ରଧାନ, ଭାଗବତ ପ୍ରଧାନ, ଭାସ୍କର ପ୍ରଧାନ, ଗୌରୀ ପ୍ରଧାନ, ବିର ପ୍ରଧାନ, ଭିକାରୀ ପ୍ରଧାନଙ୍କ ଧାନ ଫସଲ ବ୍ୟାପକ ପରିମାଣର ନଷ୍ଟ କରିଛନ୍ତି । ଏଥିସହିତ ତାଳସର ଗ୍ରାମର କିଛି ଚାଷୀଙ୍କ ମଧ୍ଯ ଧାନ ଫସଲ ହାତୀ ପଲ୍ଲ ନଷ୍ଟ କରିଛନ୍ତି । ଏନେଇ କେଶରପୁର ଗ୍ରାମ ଏବଂ ପାଖା ପାଖି ଥିବା ଗ୍ରାମରେ ଭୟର ବାତାବରଣ ସୃଷ୍ଟି ହୋଇଛି । କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ସରକାରୀ ସହାୟତା ପ୍ରଦାନ ନିମନ୍ତେ ଦାବୀ ହୋଇଛି । ଏଦିଗରେ ବନ ବିଭାଗ ଅଧିକାରୀମାନେ ଦୃଷ୍ଟି ଦେବା ସହ ହାତୀ ପଲ୍ଲକୁ ଘଉଡେଇବା ପାଇଁ ଦାବୀ ହୋଇଛି ।

  • jmjnewso

    Related Posts

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    Spread the love

    Spread the loveକୋଦଳା : ଜେଏମଜେ ନ୍ୟୁଜ : କୃଷ୍ଣ ଚନ୍ଦ୍ର ପଲେଇ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗ୍ରାମୀଣ ଏବଂ ଉପାନ୍ତ ଅଞ୍ଚଳ ଉପରେ ବିଶେଷ ଧ୍ୟାନ ଦେଉଛି। ଦଳ ନିଜର ସଂଗଠନକୁ ତୃଣମୂଳ…

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    Spread the love

    Spread the loveକୋଦଳା: ଜେଏମଜେ ନ୍ୟୁଜ : (କୃଷ୍ଣ ଚନ୍ଦ୍ର ପଲେଇ ): ବିକାଶର କଥା କହୁଛନ୍ତି ଲୋକ ପ୍ରତିନିଧି, ହେଲେ ପୁରାତନ ମନ୍ଦିରକୁ ଯିବା ପାଇଁ ଆଜି ବି ନାହିଁ ପକ୍କା ରାସ୍ତା ! ଏହା କ’ଣ ବିକାଶର ନମୁନା,…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି