ପାଟପୁର କଲେଜରେ BCJDର ବିଜୟ; ଚନ୍ଦନ ସଭାପତି, ଜଗନ୍ନାଥ ସମ୍ପାଦକ

Spread the love

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜ ଛାତ୍ର ସଂସଦରେ ବିଜେଡିର ବାଜିମାତ ହୋଇଛି । ସଭାପତି ଭାବେ ଚନ୍ଦନ ପୁରୋହିତ ତାଙ୍କ ପ୍ରତିପକ୍ଷ ପ୍ରାର୍ଥୀଙ୍କୁ ୫୨ ଭୋଟ ବ୍ୟବଧାନରେ ପରାଜିତ କରି ବିଜୟୀ ହୋଇଛନ୍ତି । ଉପସଭାପତି ଭାବେ କ୍ରୀଷ୍ଣା ସ୍ବାଇଁ ୪୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି ।

ସାଧାରଣ ସମ୍ପାଦକ ଭାବେ ଜଗନ୍ନାଥ ନାହାକ ୪୩ ଭୋଟ ରେ ବିଜୟୀ ହୋଇଛନ୍ତି।

ସେହିପରି କ୍ରୀଡା ସମ୍ପାଦକ ଭାବେ ଚନ୍ଦନ ବେହେରା ୬୦ ଭୋଟରେ ବିଜୟୀ ହୋଇଛନ୍ତି । ନାଟ୍ୟ ସଂସଦ ସମ୍ପାଦକ ଭାବେ ସାଇନାଥ ରାଉତ ତାଙ୍କ ପ୍ରତିପକ୍ଷ ପ୍ରାର୍ଥିିଙ୍କ ଠାରୁ ଅଧିକ ୪୨ ଖଣ୍ଡ ଭୋଟ ପାଇ ଜୟଯୁକ୍ତ ହୋଇଥିବା କଲେଜ ଅଧ୍ୟକ୍ଷ ଅଶ୍ଵିନୀ କୁମାର ରଥ ଏବଂ ନିର୍ବାଚନ କମିଟି ଆବାହକ ତଥା ଅଧ୍ୟାପକ ପ୍ରଫୁଲ୍ଲ ଚନ୍ଦ୍ର ମହାରଣା ଜଣାଇଛନ୍ତି ।

  • jmjnewso

    Related Posts

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    Spread the love

    Spread the loveକୋଦଳା : ଜେଏମଜେ ନ୍ୟୁଜ : କୃଷ୍ଣ ଚନ୍ଦ୍ର ପଲେଇ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗ୍ରାମୀଣ ଏବଂ ଉପାନ୍ତ ଅଞ୍ଚଳ ଉପରେ ବିଶେଷ ଧ୍ୟାନ ଦେଉଛି। ଦଳ ନିଜର ସଂଗଠନକୁ ତୃଣମୂଳ…

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    Spread the love

    Spread the loveକୋଦଳା: ଜେଏମଜେ ନ୍ୟୁଜ : (କୃଷ୍ଣ ଚନ୍ଦ୍ର ପଲେଇ ): ବିକାଶର କଥା କହୁଛନ୍ତି ଲୋକ ପ୍ରତିନିଧି, ହେଲେ ପୁରାତନ ମନ୍ଦିରକୁ ଯିବା ପାଇଁ ଆଜି ବି ନାହିଁ ପକ୍କା ରାସ୍ତା ! ଏହା କ’ଣ ବିକାଶର ନମୁନା,…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି