ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବାଜିମାତ୍ କଲା ବିଜୁ ଛାତ୍ର ଜନତା ଦଳ

Spread the love

ଜେଏମଜେ ବ୍ୟୁରୋ : ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବାଜିମାତ୍ କଲା ବିଜୁ ଛାତ୍ର ଜନତା ଦଳ । 1439 ଖଣ୍ଡ ଭୋଟପାଇ ବିଜୟୀ ହେଲେ ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀ ନିତେଶ ପ୍ରଧାନ ଅପରପକ୍ଷେ ଏବିଭିପି ସମର୍ଥିତ ପ୍ରାର୍ଥୀ ଟାଇଟନ୍ ଭୂତ୍ତିଆ 860 ଖଣ୍ଡ ଭୋଟ ପାଇଛନ୍ତି ।
ଉପସଭାପତି ଦୌଡ଼ରେ ବିସିଜେଡି ପକ୍ଷରୁ ନିର୍ବାଚନ ଲଢୁଥିବା ଆନନ୍ଦିତା ମହାନ୍ତି 1447ଖଣ୍ଡ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ସୁଦିପ୍ତା ବେହେରା 843 ଖଣ୍ଡ ଭୋଟ ପାଇଛନ୍ତି ।

  • jmjnewso

    Related Posts

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    Spread the love

    Spread the loveକୋଦଳା : ଜେଏମଜେ ନ୍ୟୁଜ : କୃଷ୍ଣ ଚନ୍ଦ୍ର ପଲେଇ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗ୍ରାମୀଣ ଏବଂ ଉପାନ୍ତ ଅଞ୍ଚଳ ଉପରେ ବିଶେଷ ଧ୍ୟାନ ଦେଉଛି। ଦଳ ନିଜର ସଂଗଠନକୁ ତୃଣମୂଳ…

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    Spread the love

    Spread the loveକୋଦଳା: ଜେଏମଜେ ନ୍ୟୁଜ : (କୃଷ୍ଣ ଚନ୍ଦ୍ର ପଲେଇ ): ବିକାଶର କଥା କହୁଛନ୍ତି ଲୋକ ପ୍ରତିନିଧି, ହେଲେ ପୁରାତନ ମନ୍ଦିରକୁ ଯିବା ପାଇଁ ଆଜି ବି ନାହିଁ ପକ୍କା ରାସ୍ତା ! ଏହା କ’ଣ ବିକାଶର ନମୁନା,…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି