ଭିଜିଲାନ୍ସ ଜାଲରେ ମହାନଦୀ ଉତ୍ତର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ

Spread the love

ଜେଏମଜେ ନ୍ୟୁଜ : ଭିଜିଲାନ୍ସ ଜାଲରେ କଟକ ଜଗତପୁର ମହାନଦୀ ଉତ୍ତର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରସନ୍ନଜିତ ଦାସ । ଲାଞ୍ଚ କାରବାର ଅଭିଯୋଗରେ ପ୍ରସନ୍ନଜିତଙ୍କୁ ଭୁବନେଶ୍ବର ଏଜି ଛକ ନିକଟରୁ କାବୁ କରିବା ସହ ଅଟକ ରଖିଛି ଭିଜିଲାନ୍ସ । କଣ୍ଟ୍ରାକ୍ଟରମାନଙ୍କଠାରୁ ଲାଞ୍ଚ ଆଦାୟ କରୁଥିବା ଅଭିଯୋଗରେ ତାଙ୍କୁ ଅଟକ ରଖିଛି ପୁଲିସ ।

ଏହି ଘଟଣାରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨୧ ଲକ୍ଷରୁ ଅଧିକ ଟଙ୍କା ଜବତ କରାଯାଇଛି । ବିଳମ୍ବିତ ରାତିର ତଲାସି ବେଳେ ପ୍ରସନ୍ନଜିତଙ୍କ ନିକଟରୁ ୭ ଲକ୍ଷ ୨୮ ହଜାର ଟଙ୍କା ମିଳିଥିଲା ।

ଏହାପରେ ଭଡ଼ା ଫ୍ଲାଟରୁ ଆହୁରି ୧୪ ଲକ୍ଷ ୬୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଆଜି ସକାଳେ ଭୁବନେଶ୍ବର ଘାଟିକିଆସ୍ଥିତ ଟ୍ରାଇଡେଣ୍ଟ ଗାଲାକ୍ସି ଭଡ଼ା ଘର ଏବଂ ବଡ଼ଗଡ଼ସ୍ଥିତ ପୈତୃକ ଘରେ ଏକକାଳୀନ ଚଢ଼ାଉ କରୁଛି । ତେବେ ପ୍ରସନ୍ନଜିତ ଜବତ ଟଙ୍କାର ହିସାବ ଦେଇ ନପାରିବାରୁ ତାଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି ଭିଜିଲାନ୍ସ ଟିମ୍ ।

  • jmjnewso

    Related Posts

    ଭିଜିଲାନ୍ସ ଜାଲରେ AEE ଶିଶିର କୁମାର ଦାଶ, ଏକକାଳନୀ ୬ ଠିକଣାରେ ଚାଲିଛି ଚଢ଼ାଉ

    Spread the love

    Spread the loveଜେଏମଜେ ବ୍ୟୁରୋ : ଭିଜିଲାନ୍ସ ଜାଲରେ ମାଲକାନଗିରି ମାଥିଲି ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର କୁମାର ଦାଶ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର, ବ୍ରହ୍ମପୁର ଓ ମାଲକାନଗିରିର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି।…

    ବୁଗୁଡ଼ା ପୋଲିସକୁ ବଡ଼ ସଫଳତା;ଅନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ୩ ଗିରଫ

    Spread the love

    Spread the loveବୁଗୁଡା,୨୨/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡା ପୋଲିସ ଥାନା ଅଧୀନସ୍ଥ ବାଲିପଦର ଫାଣ୍ଡି ପୋଲିସକୁ ମିଳିଛି ଏକ ବଡ ସଫଳତା। ଏକ ଆନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ତିନି ଜଣଙ୍କୁ ଗିରଫ କରିଛି ବାଲିପଦର ଫାଣ୍ଡି ପୋଲିସ। ଭଞ୍ଜନଗର…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି