ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍‌ ଦିଅ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍‌ ପ୍ରଦାନ କରାଯିବ। ଏଭଳି କିଛି ନିୟମ କରି ଗତ ୨୦୧୯ ମସିହାରେ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିବା ସହ ବିଭିନ୍ନ ବିଭାଗକୁ ଏହା ପାଳନ କରିବାକୁ ସାଧାରଣ ପ୍ରଶାସନ ବିଭାଗ ନିର୍ଦ୍ଦେଶ ଦେଇଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ଏହି ନିର୍ଦ୍ଦେଶ ସତ୍ତ୍ବେ ଅନେକ ବିଭାଗ ଏହି କାର୍ଯ୍ୟ କରିବାରେ ଟାଳଟୁଳ ନୀତି ଆପଣାଉଛନ୍ତି।
ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ନିୟମକୁ କଡ଼ାକଡ଼ି ଅନୁପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍‌ ଦିଅ: ମୁଖ୍ୟ ଶାସନ ସଚିବ
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍‌ ପ୍ରଦାନ କରାଯିବ। ଏଭଳି କିଛି ନିୟମ କରି ଗତ ୨୦୧୯ ମସିହାରେ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିବା ସହ ବିଭିନ୍ନ ବିଭାଗକୁ ଏହା ପାଳନ କରିବାକୁ ସାଧାରଣ ପ୍ରଶାସନ ବିଭାଗ ନିର୍ଦ୍ଦେଶ ଦେଇଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ଏହି ନିର୍ଦ୍ଦେଶ ସତ୍ତ୍ବେ ଅନେକ ବିଭାଗ ଏହି କାର୍ଯ୍ୟ କରିବାରେ ଟାଳଟୁଳ ନୀତି ଆପଣାଉଛନ୍ତି।
ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ନିୟମକୁ କଡ଼ାକଡ଼ି ଅନୁପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିସନର ତଥା ଶାସ ସଚିବଙ୍କୁ ଚିଠି ଲେଖି ଦର୍ଶାଇଛନ୍ତି ଯେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିବସ ଦିନ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ କରିବା ପାଇଁ ୨୦୧୯ ଡିସେମ୍ବର ୧୨ରୁ ନିଷ୍ପତ୍ତି ନେଇଛନ୍ତି। ତେଣୁ ଓଡ଼ିଶା ସିଭିଲ୍‌ ସର୍ଭିସ ପେନସନ୍‌ ନିୟମ-୧୯୯୨ ଓ ସାଧାରଣ ପ୍ରଶାସନ ବିଭାଗର ୨୦୧୯ ଡିସେମ୍ୱର ୧୨ ତାରିଖର ଚିଠି ଅନୁସାରେ ସମସ୍ତ ଯୋଗ୍ୟ ସରକାରୀ କର୍ମଚାରୀଙ୍କୁ ସେମାନଙ୍କର ଅବସର ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍‌ ପ୍ରଦାନ କରିବାକୁ ପଦକ୍ଷେପ ନେବେ।ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିସନର ତଥା ଶାସ ସଚିବଙ୍କୁ ଚିଠି ଲେଖି ଦର୍ଶାଇଛନ୍ତି ଯେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିବସ ଦିନ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ କରିବା ପାଇଁ ୨୦୧୯ ଡିସେମ୍ବର ୧୨ରୁ ନିଷ୍ପତ୍ତି ନେଇଛନ୍ତି। ତେଣୁ ଓଡ଼ିଶା ସିଭିଲ୍‌ ସର୍ଭିସ ପେନସନ୍‌ ନିୟମ-୧୯୯୨ ଓ ସାଧାରଣ ପ୍ରଶାସନ ବିଭାଗର ୨୦୧୯ ଡିସେମ୍ୱର ୧୨ ତାରିଖର ଚିଠି ଅନୁସାରେ ସମସ୍ତ ଯୋଗ୍ୟ ସରକାରୀ କର୍ମଚାରୀଙ୍କୁ ସେମାନଙ୍କର ଅବସର ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍‌ ପ୍ରଦାନ କରିବାକୁ ପଦକ୍ଷେପ ନେବେ।

  • Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 36 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 58 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 31 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି