ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ! ବାତ୍ୟା “ଅର୍ଣ୍ଣବ” କୁ ନେଇ ବିଭିନ୍ନ ମଡେଲ ର ପୂର୍ବାନୁମାନ!

Spread the love

ଜେଏମଜେ ବ୍ୟୁରୋ : ଆଣ୍ଡାମାନ ସାଗରରେ ଏକ ସଦୃଶ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଫଳରେ ଅକ୍ଟୋବର ୨୩ରେ (ଆସନ୍ତାକାଲି ଶୁକ୍ରବାର) ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂବାନୁମାନ କରିଛି । ଥାଇଲାଣ୍ଡ ଉପସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଥାଇଲାଣ୍ଡ ଓ ମିଆଁମାର ଉପରେ ସକ୍ରିୟ ଥିବା ଏହି ଘୂର୍ଣ୍ଣିବଳୟ କେନ୍ଦ୍ରୀୟ ଉତ୍ତର ଆଣ୍ଡାମାନ ସାଗରରେ ପ୍ରବେଶ କରିଛି ।

Oplus_16908288

ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହି ସିଷ୍ଟମ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଥିବାରୁ ୨୩ରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି |ବଙ୍ଗୋପସାଗରରେ ଏହି ସମ୍ଭାବ୍ୟ ବାତ୍ୟା ସଦୃଶ ପ୍ରଣାଳୀ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି । କେତେକ ବିଦେଶୀ ପାଣିପାଗ ସଂସ୍ଥା ପୂର୍ବାନୁମାନ କରିଛନ୍ତି ଯେ, ଏହା ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିପାରେ । ତେବେ ବର୍ତ୍ତମାନ ସୁଦ୍ଧା କୌଣସି ବାତ୍ୟାର ପୂର୍ବାନୁମାନ କରାଯାଇନାହିଁ । ଏହାର ସମ୍ଭାବ୍ୟ ଗତିପଥ ଓ ତୀବ୍ରତା ଏପର୍ଯ୍ୟନ୍ତ ଅନିଶ୍ଚିତ ରହିଛି ।ଉତ୍ତର ତାମିଲନାଡୁ ଉପକୂଳ ନିକଟ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବର୍ତ୍ତମାନ ଏକ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ପ୍ରଣାଳୀ ଅକ୍ଟୋବର ୨୩କୁ ଏକ ଲଘୁଚାପ ବଳୟରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ପୂର୍ବାନୁମାନ କରିଛନ୍ତି ।

  • jmjnewso

    Related Posts

    ମାଡ଼ି ଆସୁଛି ବାତ୍ୟା: ଗୋପାଳପୁରରୁ ୫୮୦କି.ମି ଦୂରରେ ଅର୍ଣ୍ଣବ

    Spread the love

    Spread the loveଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ’। ଆଜି ମଧ୍ୟରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେବ। ଆସନ୍ତାକାଲି ବାତ୍ୟା ଅତି ଭୀଷଣ ରୂପ ନେବାର ସମ୍ଭାବନା ରହିଛି। ଏଭଳିସ୍ଥିତିରେ ବାତ୍ୟା ଘଣ୍ଟା ପ୍ରତି ୧୫…

    ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ର ଆଖି

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ବଡ ଖବର ।ବଙ୍ଗୋପସାଗରରେ ଶକ୍ତି ବଢ଼ାଉଛି ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’! ବାତ୍ୟା ଅର୍ଣ୍ଣବର ଆଖି ସୃଷ୍ଟି ହୋଇଥିବା ଜଣାପଡିଛି । ବାତ୍ୟା ଯେତେବେଳେ ଅଧିକ ଶକ୍ତିଶାଳୀ ହୁଏ, ଏହାର କେନ୍ଦ୍ରଭାଗରେ…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି