୨୫ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ : ଜଟଣୀରେ ୧୭୦ କୋଟି ବ୍ୟୟରେ ନିର୍ମିତ ଆରବିଆଇ ଡାଟା ସେଣ୍ଟର ଉଦଘାଟନ କରିବେ

Spread the love

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ୨୫ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜଟଣୀରେ ୧୭୦ କୋଟି ବ୍ୟୟରେ ନିର୍ମିତ ଆରବିଆଇ ଡାଟା ସେଣ୍ଟର ଉଦଘାଟନ କରିବେ । ୨୫ ତାରିଖ ଦିନ ଅପରାହ୍ନ ସାଢ଼େ ୪ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ମୋଦି ପହଞ୍ଚିବେ ଯ ଜଟଣୀରେ ଡାଟା ସେଣ୍ଟର ଉଦଘାଟନ କରିବା ପରେ ସନ୍ଧ୍ୟା ସାଢ଼େ ୬ ଟାରେ ଫେରିବେ । ସମସ୍ତ ଭାରତୀୟଙ୍କ ତଥ୍ୟ କିଭଳି ସୁରକ୍ଷିତ ରହିବ ସେଥିପାଇଁ ଜଟଣୀରେ ଦେଶର ଦ୍ଵିତୀୟ ଡାଟା ସେଣ୍ଟର ନିର୍ମାଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ନିଜେ ଏହି ପ୍ରକଳ୍ପ ପାଇଁ ଓଡ଼ିଶାକୁ ବାଛିଥିଲେ । ଓଡ଼ିଶାର ଡିଜିଟାଲ ବିକାଶକୁ ଆଗକୁ ନେବ। ଡିଜିଟାଲ କ୍ଷେତ୍ରରେ ଓଡ଼ିଶାର ଛବି ବଦଳାଇବାରେ ସହାୟକ ହେବ। ପ୍ରଥମେ ସେମି କଣ୍ଡକ୍ଟର ପ୍ରକଳ୍ପ ପରେ ଏବେ ଆରବିଆଇ ଡାଟା ସେଣ୍ଟର ଓଡ଼ିଶା ପ୍ରତି ମୋଦିଙ୍କ ପ୍ରତିବଦ୍ଧତା ଦର୍ଶାଉଛି ବୋଲି ବିଜେପି କହିଛି ।

  • jmjnewso

    Related Posts

    ବିଜେପିର ‘ଡିଜିଟାଲ୍ ବ୍ୟାଙ୍କିଙ୍ଗ୍’ ନୁହେଁ, ବରଂ ଲୋକଙ୍କ ‘ପକେଟ୍ ମାର୍‌’ ଚାଲିଛି : ଭକ୍ତ

    Spread the love

    Spread the loveଜେଏମଜେ ବ୍ୟୁରୋ : ଜଟଣୀଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗ୍ରୀନଫିଲ୍ଡ ଡାଟା ସେଣ୍ଟର ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଦାୟିତ୍ୱହୀନ ଓ ଭ୍ରମାତ୍ମକ ଭାଷଣକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ…

    ରବିବାର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

    Spread the love

    Spread the loveଜେଏମଜେ ବ୍ୟୁରୋ : ଆସନ୍ତା ୨୫ତାରିଖ ଅର୍ଥାତ୍ ରବିବାର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଗସ୍ତ ସମୟରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ୨ ଘଣ୍ଟା ୨୫ ମିନିଟର କାର୍ଯ୍ୟକ୍ରମ ରହିଛି । ରବିବାର ଅପରାହ୍ନ…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି