ସମ୍ଭାବ୍ୟ ବାତ୍ୟା ପାଇଁ ଛୁଟି ବାତିଲ୍ : ରାଜସ୍ବ ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ନେଇ ସରକାରୀ ଛୁଟି ବାତିଲ୍ । ଏ ନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ଓଡ଼ିଶା ଅତିକ୍ରମ କରି ଛତିଶଗଡ଼ ଦେଇ ବାତ୍ୟା ଝାଡ଼ଖଣ୍ଡ ଯିବ ବୋଲି ଅନୁମାନ କରାଯାଉଛି । ଅତି ପ୍ରବଳ ବର୍ଷା ନେଇ ରେଡ୍ ଜୋନରେ ରହିଛି ୨୦ଜିଲ୍ଲା ।୨୭ ତାରିଖରେ ୩ଜିଲ୍ଲାରେ ଅତି ପ୍ରବଳ ବର୍ଷା ।

ସୂଚନା ଅନୁସାରେ, ଆସନ୍ତା ୨୬ତାରିଖ ବେଳକୁ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରଠାରେ ବାତ୍ୟା ସୃଷ୍ଟି ହେବ । ବର୍ତ୍ତମାନ ପୂର୍ବ କେନ୍ଦ୍ର ସଲଙ୍ଘନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ଅଧିକ ଘନୀଭୂତ ହୋଇ ୨୪ତାରିଖ ବେଳକୁ ଅଵପାତରେ ପରିଣତ ହେବ ବୋଲି କହିଛି ପାଣିପାଗ ବିଭାଗ । ଏମିତିକି ଏହା ଭୟାବହ ବାତ୍ୟାର ରୂପ ମଧ୍ୟ ନେଇ ପାରେ । ଏଥିପାଇଁ ପାଗ ଅନୁକୂଳ ଥିବା ମଧ୍ୟ ବିଶେଷଜ୍ଞଙ୍କ ମତ ରହିଛି। ଏହାର ପଭାଵରେ ରାଜ୍ୟରେ ୨୬ରୁ ହେବ ପ୍ରବଳ ବର୍ଷା ।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ