ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍‌ : ଲକ୍ଷଣ ଅନୁଭବ କଲେ ସମାବେଶରୁ ଦୂରେଇ ରହିବାକୁ ପରାମର୍ଶ.

Spread the love

ଜେଏମଜେ ବ୍ୟୁରୋ : ଉପର ମୁହାଁ କରୋନା ଗ୍ରାଫ୍‌ । ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୦ ଟପିଲା । ସୋମାବାର ଆଉ ୭ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ଏଥିସହ ଚଳିତ ବର୍ଷ ରାଜ୍ୟର ମୋଟ୍ କୋଭିଡ୍‌ ରୋଗୀଙ୍କ ସଂଖ୍ୟା ୫୬ରେ ପହଞ୍ଚିଛି । ସେହିପରି ସୋମବାର ୫ ଜଣ ରୋଗୀ ସୁସ୍ଥ ହେବା ସହ ବର୍ତ୍ତମାନ ସୁଦ୍ଧା ମୋଟ ୨୦ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି ।ଫଳରେ ରାଜ୍ୟରେ ଏବେ ୩୬ଜଣ ସକ୍ରିୟ କୋଭିଡ ରୋଗୀ ଅଛନ୍ତି । କୋଭିଡ-୧୯ କିମ୍ବା ଫ୍ଲୁ ଭଳି ରୋଗର ଲକ୍ଷଣ ଥିଲେ ଘରେ ରହିବାକୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି । ଲକ୍ଷଣ ଅନୁଭବ କଲେ ସମାବେଶରୁ ଦୂରେଇ ରହିବା ସହ ନିଜକୁ ଅଲଗା ରଖିବା ଉଚିତ୍ ବୋଲି ସେ କହିଛନ୍ତି । ନୂତନ ଷ୍ଟ୍ରେନ ଅଧିକ ବିପଦପୂର୍ଣ୍ଣ ହୋଇ ନଥିଲେ ବି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

  • Related Posts

    ଯୁବପିଢିଙ୍କ ମଧ୍ୟରେ ବଢୁଥିବା ଅକାଳ ମୃତ୍ୟୁ ସହ କୋଭିଡ୍ ଟୀକାର ସମ୍ପର୍କ ନାହିଁ!

    Spread the love

    Spread the love ଜେଏମଜେ ବ୍ୟୁରୋ : ଭାରତରେ ଯୁବପିଢିଙ୍କ ମଧ୍ୟରେ ଅଚାନକ ହେଉଥିବା ମୃତ୍ୟୁକୁ ନେଇ ଚିନ୍ତା ପ୍ରକାଶ ପାଉଥିବାବେଳେ ଏହା ପଛରେ କୋଭିଡ୍ ଟୀକା ଥିବା କେତେକ ମହଲରେ ସଂଦେହ କରାଯାଉଛି। କିନ୍ତୁ ଏମ୍ସ-ଆଇସିଏମଆର ପକ୍ଷରୁ କରାଯାଇଥିବା ଏକ…

    ସରକାରୀ ଡାକ୍ତରଖାନାରେ ବଢିଲା ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ ଡାକ୍ତରଖାନାରେ ବଢିଲା ରୋଗୀଙ୍କ ଖର୍ଚ୍ଚ । ଇନଡୋର ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ ବଢିଲା । ସାଧାରଣ ଖାଦ୍ୟ ଖର୍ଚ୍ଚ 127 ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଶିଶୁଙ୍କ ଖାଦ୍ୟ ଖର୍ଚ୍ଚ 110 ଟଙ୍କା…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ