କୋଟିଆ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ରାଜ୍ୟ ସରକାର

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : କୋଟିଆରେ ପଞ୍ଚାୟତ ନିର୍ବାଚନ ପାଇଁ ଆନ୍ଧ୍ରପ୍ରଦେଶ ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ସେହି ଅନୁଯାୟୀ ପ୍ରକ୍ରିୟା ଆରମ୍ଭ ହୋଇଛି। କୋଟିଆରେ ସ୍ଥିତାବସ୍ଥା ବଜାୟ ରଖିବାକୁ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଥିଲେ ବି ଆନ୍ଧ୍ର ସରକାର ତାହାକୁ ମାନିନାହାନ୍ତି। ତେଣୁ ଆନ୍ଧ୍ର ପ୍ରଶାସନ ବିରୋଧରେ ସୁପ୍ରିମକୋର୍ଟରେ କୋରାପୁଟ ଜିଲ୍ଲାପାଳ ଅଦାଲତ ଅବମାନନା ମାମଲା ଦାଖଲ କରିଛନ୍ତି।

ଏଥିରେ ଆନ୍ଧ୍ରର ନିର୍ବାଚନ କମିସନର, ମୁଖ୍ୟ ଶାସନ ସଚିବ, ସଂପୃକ୍ତ ଜିଲ୍ଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି।କୋଟିଆରେ ଆନ୍ଧ୍ର ନିର୍ବାଚନ କରାଇବା ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। ବିଭିନ୍ନ ଦଳଗୁଡ଼ିକ ପରସ୍ପରକୁ ଦୋଷାରୋପ କରିବାରେ ଲାଗିଛନ୍ତି। ପଟାଙ୍ଗିରେ ସବୁ ଦଳର ନେତା ଏକାଠି ହୋଇ ଆନ୍ଧ୍ରର ପଦକ୍ଷେପକୁ ବିରୋଧ କରିଛନ୍ତି। ଅପରପକ୍ଷରେ ବିଜେଡିର ପ୍ରତିନିଧି ଦଳ କୋଟିଆ ଯାଇଥିବା ବେଳେ କଂଗ୍ରେସ ପ୍ରତିନିଧିମାନେ ୨୭ ତାରିଖରେ ଗସ୍ତ କରିବେ। ଆନ୍ଧ୍ରର ଏପରି ବିଜ୍ଞପ୍ତିକୁ ନେଇ ରାଜ୍ୟ ସରକାର ବି ଅଡ଼ୁଆରେ ପଡ଼ିଯାାଇଛନ୍ତି।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି