ଘୁଞ୍ଚିଲା ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଘୁଞ୍ଚିଲା ରାଷ୍ଟ୍ରପତିଙ୍କ ଗସ୍ତ । ଆସନ୍ତା ୨୮ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇ ଦିନିଆ ରାଇରଙ୍ଗପୁର ଗସ୍ତ ଘୁଞ୍ଚା ଯାଇଛି । ଆସନ୍ତା ନଭେମ୍ବର ମାସ ୪ ଓ ୫ ତାରିଖକୁ ଗସ୍ତ କାର୍ଯ୍ୟକ୍ରମ ନିର୍ଦ୍ଧାରଣ ହୋଇଥିବା ମୟୁରଭଞ୍ଜ ଜିଲ୍ଲାପାଳ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ନିଜ ମାଟି ରାଇରଙ୍ଗପୁର ସମେତ ବହହଳଦା ସ୍ଥିତ ମା କିଚକେଶ୍ୱରୀ ମନ୍ଦିର ସମେତ ଗୋରୁମହିଷାଣୀ ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ଚଳିତ ମାସ ୨୮ ତାରିଖ ଓ ୨୯ ତାରିଖ ଦୁଇ ଦିନ ଧାର୍ଯ୍ୟ ହୋଇଥିଲା ।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି