ବର୍ଷ ପୂର୍ତ୍ତି ଉତ୍ସବ ପାଳନରେ ଜନତା ମୈଦାନରେ ୬୦ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ.

Spread the love

ଜେଏମଜେ ବ୍ୟୁରୋ : ୧୨ ତାରିଖ ବଦଳରେ ୨୦ ତାରିଖରେ ହେବ ମୋହନ ସରକାରର ବର୍ଷ ପୂର୍ତ୍ତି ଉତ୍ସବ ପାଳନ। ଏଥିରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଭୁବନେଶ୍ବର ଜନତା ମୈଦାନରେ ଭବ୍ୟ କାର୍ୟ୍ୟକ୍ରମର ଆୟୋଜନ ହେବାକୁ ଯାଉଛି। ଏହି କାର୍ୟ୍ୟକ୍ରମ ପାଇଁ ୬୦ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଇଁ ସ୍ବତନ୍ତ୍ର କାର୍ୟ୍ୟକ୍ରମ କରାଯାଉଛି ।ଯାହାକି ଗତ ଜୁନ୍ ୮ ତାରିଖରୁ ଆରମ୍ଭ ହୋଇ ୨୧ ତାରିଖରେ ସମାପ୍ତ ହେବ । ଏହି କାର୍ୟ୍ୟକମରେ ଯୋଗ ଦେବା ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜୁନ୍ ୨୦ ତାରିଖରେ ଜନତା ମଇଦାନରେ ଆୟୋଜିତ କାର୍ୟ୍ୟକ୍ରମରେ ବିଜେପି ସରକାରକୁ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଯୋଗ ଦେବେ ମୋଦୀ । ସେହିଦିନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବର୍ଷର ସଫଳତା ରାଜ୍ୟବାସୀଙ୍କ ଆଗରେ ଉପସ୍ଥାପନ କରିବେ ।

  • Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 36 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 32 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 58 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 32 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି