ବାତ୍ୟା ପରିଚାଳନା ପାଇଁ,୫ ଆଇଏଏସ ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ

Spread the love

ଜେଏମଜେ ବ୍ୟୁରୋ : ବାତ୍ୟା ପରିଚାଳନା ପାଇଁ ୫ ଆଇଏଏସ ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ। କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ରାୟଗଡ଼ା ଜିଲ୍ଲା ଦାୟିତ୍ବ ମିଳିଛି । ଡ. ପୋମା ଟୁଡୁଙ୍କୁ କୋରାପୁଟ ଜିଲ୍ଲା ଦାୟିତ୍ବ ମିଳିଛି। ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲା ଏବଂ ଡ. ୟେଦୁଲା ବିଜୟଙ୍କୁ ମାଲକାନଗିରି ଦାୟିତ୍ବ ଦିଆଯାଇଛି ।

ସମ୍ଭାବ୍ୟ ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ। ଅକ୍ଟୋବର ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ ହୋଇଛି। ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ବାତିଲ କରାଯାଇଛି । ଏଥିସହ ବିନା ଅନୁମତିରେ ସେମାନଙ୍କୁ ମୁଖ୍ୟାଳୟ ନଛାଡିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଯେଉଁ ଅଧିକାରୀ ଛୁଟି କିମ୍ବା ମୁଖ୍ୟାଳୟ ଛାଡିବା ଅନୁମତି ନେଇଛନ୍ତି ଏହାକୁ ବାତିଲ କରାଯିବା ସହ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହ ଆସନ୍ତା ୫ ଦିନ ଅର୍ଥାତ ଚଳିତ ଅକ୍ଟୋବର ୨୬ ରୁ ୩୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି