ବାତ୍ୟା ପରିଚାଳନା ପାଇଁ 8 ଜିଲାରେ ଆଠ ମନ୍ତ୍ରୀଙ୍କୁ ଦାୟିତ୍ୱ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ।  ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲାରେ ୮ ଜଣ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଛି ।  ଆସନ୍ତା ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ସମ୍ପୃକ୍ତ ଜିଲ୍ଲାରେ ରହି ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିବେ । କୋରାପୁଟ ଜିଲ୍ଲା ଦାୟିତ୍ୱରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ରାୟଗଡ଼ା ଦାୟିତ୍ୱରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରହିବେ। କନ୍ଧମାଳ ଜିଲ୍ଲା ପାଇଁ ରବି ନାଏକ, ଗଞ୍ଜାମ ପାଇଁ ବିଭୂତି ଜେନା ଏବଂ ନବରଙ୍ଗପୁର ପାଇଁ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଦାୟିତ୍ୱ ମିଳିଛି। ସେହିପରି ମାଲକାନଗିରି ଜିଲ୍ଲା ଦାୟିତ୍ୱରେ ନିତ୍ୟାନନ୍ଦ ଗଣ୍ଡ, କଳାହାଣ୍ଡିରେ ମୁକେଶ ମହାଲିଙ୍ଗ ଏବଂ ଗଜପତି ଜିଲ୍ଲାରେ ସୂର୍ଯ୍ୟବଂଶୀ ସୂରଜ ରହିବେ। ଏହି ମନ୍ତ୍ରୀମାନେ ତିନି ଦିନ ଧରି ନିଜ ନିଜ ଦାୟିତ୍ୱରେ ଥିବା ଜିଲ୍ଲାରେ ଉପସ୍ଥିତ ରହି ବାତ୍ୟା ମୁକାବିଲା ପାଇଁ ପ୍ରଶାସନିକ ପ୍ରସ୍ତୁତି ଓ ଜରୁରୀକାଳୀନ ବ୍ୟବସ୍ଥାର ତଦାରଖ କରିବେ।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ