ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

Spread the love

କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ ରଖାଯିବ ବୋଲି ନିଷ୍ପତ୍ତି ହୋଇଛି।  ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା ଦକ୍ଷିଣ ଓଡ଼ିଶାର ୫ଟି ରେଡ୍ ଆଲର୍ଟ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମରେ ସ୍ଥଗିତ ରହିବ।

ଅନ୍ୟ ୨୫ ଟି ଜିଲ୍ଲାରେ ୨୯ ରୁ ହେବ ଖାତା ଦେଖା ଡିଜିଟାଲ ମାଧ୍ୟମରେ କରିବାକୁ ନିଷ୍ପତ୍ତି ହୋଇଛି। ଅକ୍ଟୋବର ୩ ତାରିଖରୁ ଅକ୍ଟୋବର ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ ଟି ଯାକ ଜିଲ୍ଲାର ୬୪ ଟି କେନ୍ଦ୍ରରେ ଏହି ପରୀକ୍ଷା ହୋଇଥିଲା। ରାଜ୍ୟର ୧୨ ହଜାର ୪୨୫ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେଇଛନ୍ତି।

ପ୍ରାୟ ୭୦ ହଜାର ୭୧ ଟି ଖାତା ଡିଜିଟାଲ ମାଧ୍ୟମରେ ଦେଖାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ପ୍ରତ୍ୟେକ ଜିଲ୍ଲାରେ ଗୋଟିଏ ଲେଖାଏଁ ମୂଲ୍ୟାୟନ କେନ୍ଦ୍ର ବୋର୍ଡ ପକ୍ଷରୁ କରାଯାଇଛି। ମୂଲ୍ୟାୟନ କେନ୍ଦ୍ର ଗୁଡିକରେ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀ ଆନୁଷଙ୍ଗିକ ସୁବିଧା ସୁଯୋଗ କରିବାକୁ ବୋର୍ଡର ପକ୍ଷରୁ ଅନୁରୋଧ କରାଯାଇଛି।

  • jmjnewso

    Related Posts

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    ଭୁବନେଶ୍ୱର ବାହାରେ କ୍ୟାବିନେଟ୍ ବୈଠକକୁ ନେଇ ବିଜେଡିର ଟାର୍ଗେଟ୍

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଭୁବନେଶ୍ୱର ବାହାରେ ହେବ କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍ ର ୫୦ ତମ ବୈଠକ ଭୁବନେଶ୍ୱର ବାହାରେ ବସିବାକୁ ଯାଉଛି । ଏନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ । ପୂର୍ବରୁ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ