କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

Spread the love

ଜେଏମଜେ ବ୍ୟୁରୋ : କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି ୨ଟାରୁ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବା ନେଇ ସୂଚନା ମିଳିଛି । ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୪୦ ରୁ ୧୫୦କିମି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।ବାତ୍ୟା ଏବେ ସ୍ଥଳଭାଗ ଆଡ଼କୁ ମୁହାଁଇଥିବା ବେଳେ ଏହାର ବାହ୍ୟ ବଳୟ ସ୍ଥଳଭାଗରେ ପ୍ରବେଶ କରିସାରିଛି। ବାତ୍ୟାର ଦ୍ରୁତ ଗତି ଯୋଗୁଁ ଏହା ଆଶାଠାରୁ ଶୀଘ୍ର ସ୍ଥଳଭାଗ ଛୁଇଁପାରେ ବୋଲି ଆକଳନ କରାଯାଉଛି। ଭୋର ୨ଟାରୁ ୪ଟା ମଧ୍ୟରେ ବାତ୍ୟାର ସ୍ଥଳଭାଗ ପ୍ରବେଶ ବା ଲ୍ୟାଣ୍ଡଫଲ୍‌ ହେବାର ସମ୍ଭାବନା ରହିଛି।ହେଲେ. ଏବେ କାକିନାଡ଼ା ଠାରେ ତାର ଲେଣ୍ଡ ଫଲ ପ୍ରକିୟା ଆରମ୍ଭ କରିଛି।

  • jmjnewso

    Related Posts

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    Spread the love

    Spread the loveଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ବାତ୍ୟା ଅର୍ଣ୍ଣବ। ଆନ୍ଧ୍ର ପ୍ରଦେଶର କାକିନାଡ଼ା ପାଖରେ ସ୍ଥଳଭାଗ ଛୁଇଁବ…

    ମାଡ଼ି ଆସୁଛି ବାତ୍ୟା: ଗୋପାଳପୁରରୁ ୫୮୦କି.ମି ଦୂରରେ ଅର୍ଣ୍ଣବ

    Spread the love

    Spread the loveଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ’। ଆଜି ମଧ୍ୟରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେବ। ଆସନ୍ତାକାଲି ବାତ୍ୟା ଅତି ଭୀଷଣ ରୂପ ନେବାର ସମ୍ଭାବନା ରହିଛି। ଏଭଳିସ୍ଥିତିରେ ବାତ୍ୟା ଘଣ୍ଟା ପ୍ରତି ୧୫…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ