ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ୍ କଲେଜ୍

Spread the love

ଜେଏମଜେ ବ୍ୟୁରୋ :ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ୍ କଲେଜ୍ । ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ MBBS କଲେଜ୍ ହେବ’ । ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗିରରେ ୪ଟି ଡେଣ୍ଟାଲ୍ କଲେଜ୍ ହେବ’ । ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ୍ କରାଯିବ’।ଏନେଇ ବଜେଟ୍ ଅନୁମୋଦନ ମିଳିଛି ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026