ରଥଯାତ୍ରା ସୁରକ୍ଷା ଦାୟିତ୍ବରେ ରହିବେ ୨ ଶହ ପ୍ଲାଟୁନ ଫୋର୍ସ

Spread the love

ଜେଏମଜେ ବ୍ୟୁରୋ : ଦୁଇ ଦିନ ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ସୁଅ ମଧ୍ୟ ଛୁଟୁଛି। ରଥଯାତ୍ରା ପାଇଁ ପୁରୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୮ଟି ଭାଗରେ ସୁରକ୍ଷା ଓ ଶୃଙ୍ଖଳା ବ୍ୟବସ୍ଥାକୁ ବିଭକ୍ତ କରାଯାଇଛି। ଟ୍ରାଫିକ୍‌, ମନ୍ଦିର ଇନର, ଇନର କର୍ଡନ, କ୍ରାଉଡ୍‌ କଣ୍ଟ୍ରୋଲ ବ୍ୟବସ୍ଥା କରାଯାଇଛି। ନୂଆ କରି ଇଣ୍ଟିଗ୍ରେଟେଡ୍‌ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା କରାଯାଇଛି।

ଡିଜିପି କହିଛନ୍ତି, ଶ୍ରୀକ୍ଷେତ୍ର ମୋଟ୍‌ ୨୭୫ଟି ସିସିଟିଭି ନଜରରେ ରହିବ। ଭୁବନେଶ୍ବର ଉପକଣ୍ଠ ଉତ୍ତରା ଠାରୁ ପୁରୀ ଏବଂ ପୁରୀ ଠାରୁରୁ କୋଣାର୍କ ପର୍ଯ୍ୟନ୍ତ ସିସିଟିଭି ଖଞ୍ଜା ଯାଉଛି। ଲାଇଭ୍‌ ଫିଡ୍‌ ଦେଖି ସବୁ କିଛି କଣ୍ଟ୍ରୋଲ ରୁମ୍‌ରୁ କଣ୍ଟ୍ରୋଲ ହେବ। ଟ୍ରାଫିକ୍‌ ପାଇଁ ସ୍ବତନ୍ତ୍ର ପ୍ଲାନ୍‌ ଓ ଆଣ୍ଟି ଡ୍ରୋନ୍‌ ବି କାମ କରିବ। ପ୍ରାୟ ୨ ଶହ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ବରେ ରହିବେ। ଆକାଶ ମାର୍ଗରୁ ଏରିୟଲ ସର୍ଭେ କରାଯିବ, ତୀକ୍ଷ୍‌ଣ ନଜର ରଖାଯିବ। ଉପକୂଳରେ ତଟରକ୍ଷୀ, ମେରାଇନ ପୁଲିସ ପାଟ୍ରୋଲିଂ କରିବେ। ମୋଟ ୧୦ ହଜାର ପୁଲିସ ଫେଶର୍ସ ଶ୍ରୀକ୍ଷେତ୍ର ସୁରକ୍ଷାରେ ରହିବେ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…