ପୋଲିସ ଉପସ୍ଥିତିରେ ତହସିଲଦାରଙ୍କୁ ମାଡ଼

Spread the love

ଜେଏମଜେ ବ୍ୟୁରୋ : ପୋଲିସ ଉପସ୍ଥିତିରେ ତହସିଲଦାରଙ୍କୁ ମାଡ଼ । ମାଡ ମାରିବା ପରେ ଘୋଷାଡି ଘୋଷାଡି ନେଲେ ଉତ୍ତ୍ୟକ୍ତ ଲୋକ । ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ ତିତିରି ଅଞ୍ଚଳରେ ଜବର ଦଖଲ ଉଚ୍ଛେଦକୁ ନେଇ ଉତ୍ତେଜନା । ତିତିରି ଅଞ୍ଚଳର ସରକାରୀ ଜାଗାରେ ଲୋକମାନେ ଦୀର୍ଘ ବର୍ଷ ହେଲା ଘର କରି ରହୁଥିଲେ । ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୩୫ଟି ଘର ଭାଙ୍ଗିବାକୁ କୁହାଯାଇଥିଲା ।
ଆଜି ଜବରଦଖଲ ଉଚ୍ଛେଦ ପାଇଁ ଯାଇଥିବାବେଳେ ବିରୋଧ କରିଥିଲେ ଗ୍ରାମବାସୀ । ନିଆଁ ଜାଳି ୧୮ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ । ପରେ କୁଳିଅଣା ତହସିଲଦାରଙ୍କୁ ମାଡ ମାରିଥିଲେ ଉତ୍ତ୍ୟକ୍ତ ଲୋକ । ଘଟଣାସ୍ଥଳରେ ପହଂଚି ଲୋକଙ୍କୁ ବୁଝାସୁଝା କରୁଛି ପୋଲିସ । ଏବେ କୁଳିଅଣା ଥାନା ପରିସରରେ ଉତ୍ତେଜନା ଲାଗିରହିଛି ।

  • jmjnewso

    Related Posts

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ବାଲେଶ୍ୱରରେ ଗସ୍ତରେ ଅଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର। ପୂର୍ବାଞ୍ଚଳ ରେଞ୍ଜରେ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ ଏବଂ ଆଗାମୀ ପାର୍ବଣକୁ ନେଇ ପୂର୍ବାଞ୍ଚଳ ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ…

    Leave a Reply

    Your email address will not be published. Required fields are marked *

    You Missed

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    • By jmjnewso
    • September 13, 2026
    • 2 views
    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    • By jmjnewso
    • September 13, 2026
    • 4 views
    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 38 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 34 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 60 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ