ଇ-ରେଜିଷ୍ଟ୍ରେସନ ଆପ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ: ଘରେ ବସି ମିଳିବ ରାଜସ୍ବ ସେବା

Spread the love

ଜେଏମଜେ ବ୍ୟୁରୋ : ରାଜସ୍ବ ସେବା ପାଇଁ ଉଦ୍ଦିଷ୍ଟ ଇ -ରେଜିଷ୍ଟେସନ ଆପ୍ର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଣିକି ଗୋଟିଏ ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ ସଂକ୍ରାନ୍ତ ସୁବିଧା ଆପ୍ ଦ୍ଵାରା କୌଣସି ସେବା କେନ୍ଦ୍ରକୁ ନ ଯାଇ ଘରେ ବସି ବିଭିନ୍ନ ସମସ୍ୟାର ସମାଧାନ କରିହେବ ବୋଲି ଜଣାଯାଇଛି।
ଛୋଟ ଛୋଟ କାମ ପାଇଁ ରାଜସ୍ୱ ବିଭାଗ କିମ୍ବା କାର୍ଯ୍ୟାଳୟକୁ ଲୋକଙ୍କୁ ଦୌଡ଼ିବାକୁ ପଡ଼ିବନି।

ଏହି ଆପରେ ବିଭିନ୍ନ ପ୍ରକାର ସେବା ପାଇଁ ଆବେଦନ ହୋଇପାରିବ। ବିଭିନ୍ନ ଜାଗଜପତ୍ର ଆଦି ଅନ୍ଲାଇନ୍ରେ ଡାଉନ୍ଲୋଡ୍ କରିହେବ।ମୋବାଇଲ୍ ଆପ୍’ରେ ଥିବା ସୁବିଧା ରହିଛି। ଜମିଜମା ପଞ୍ଜୀକରଣ ପାଇଁ ଅନଲାଇନ୍ ସ୍କଟ୍ ବୁକିଙ୍ଗ୍ ଓ ବ୍ଳକ୍ ହୋଇଥିବା ସ୍କୁଟ୍ର ସ୍ଥିତି ଜାଣିବା, ଏନ୍କ୍ୟୁମ୍ବ୍ରାନ୍ସ ସାର୍ଟିଫିକେଟ ପାଇଁ ଆବେଦନ, ପ୍ରମାଣୀକୃତ ନକଲ ପାଇଁ ଆବେଦନ, ନିଜର ସବ୍ରେଜିଷ୍ଟ୍ରାର କାର୍ଯ୍ୟାଳୟ ଜାଣିବା, ଜମିର ସରକାରୀ ନିର୍ଦ୍ଧାରିତ ମୂଲ୍ୟ ଜାଣିବା, ପରିଦର୍ଶକ ମୂଳକ ପଞ୍ଜୀକରଣ ନିମନ୍ତେ ଆବେଦନ ସେବା ସମ୍ବନ୍ଧିତ ମତାମତ ପ୍ରଦାନ ଆଦି ବ୍ୟବସ୍ଥା ରହିଛି।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରଶାସନଙ୍କ ସେବାରେ ବ୍ୟବହାର ହେବ ଏଆଇ

    ପ୍ରଶାସନଙ୍କ ସେବାରେ ବ୍ୟବହାର ହେବ ଏଆଇ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା