ଜୁନ ରୁ ଅଗଷ୍ଟ ମଧ୍ୟରେ ଜିଲ୍ଲା ସହ ପଞ୍ଚାୟତ ଓ ବ୍ଲକ୍‌କୁ ଯିବେ ସଚିବ

Spread the love

ଜେଏମଜେ ବ୍ୟୁରୋ : ଜିଲ୍ଲା ସହ ପଞ୍ଚାୟତ ଓ ବ୍ଲକ୍କୁ ଯିବେ ସଚିବ । ଏ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ଜୁନ୍ରୁ ଅଗଷ୍ଟ ମାସ ମଧ୍ୟରେ ସଚିବ ମାନେ ଗସ୍ତ କରିବେ । ସଚିବ ମାନେ ୨ରୁ ୩ ଦିନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସଚିବ ମାନେ ୧୬ଟି ଜିଲ୍ଲାର ୨୯ଟି ଆକାଂକ୍ଷୀ ବ୍ଲକ୍ ଗସ୍ତ କରିବେ । ଏହି ଗସ୍ତ ସମୟରେ ଜିଲ୍ଲପାଳଙ୍କ ସହ ବୈଠକ କରି ପ୍ଲାନ୍ ପ୍ରସ୍ତୁତ କରିବେ ।ସରକାରୀ ଯୋଜନାର କାର୍ଯ୍ୟକାରିତା ନେଇ ସମୀକ୍ଷା କରିବେ ।

  • jmjnewso

    Related Posts

    ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

    Spread the love

    Spread the loveଗୁଡ଼ାରୀ : ଜେଏମଜେ ନ୍ୟୁଜ : ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ଖଟିଆରେ ବୁହାହେଲେ ଗର୍ଭବତୀ । ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଶିରିଗୁଡ଼ା ପଞ୍ଚାୟତର ସାଡକଣା ଗ୍ରାମରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ…

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ…

    Leave a Reply

    Your email address will not be published. Required fields are marked *

    You Missed

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 33 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    • By jmjnewso
    • September 13, 2026
    • 66 views
    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    • By jmjnewso
    • September 13, 2026
    • 19 views
    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    • By jmjnewso
    • September 13, 2026
    • 40 views
    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 43 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 38 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ