ବାହାର ଠିକାଦାରଙ୍କୁ ‘ମୋହନ’ ଛାଟ, ଆଉଟସୋର୍ସିଂ ସଂସ୍ଥାକୁ ହଟାଇବାକୁ ଯୋଜନା

Spread the love

ଜେଏମଜେ ବ୍ୟୁରୋ: ବାହାର ଠିକାଦାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍‌ । ୧୦ ବର୍ଷର ଫାଇଲ୍ ଖୋଜି ଇଞ୍ଜିନିୟରିଂ କାମ କରୁଥିବା ଆଉଟ୍‌ସୋର୍ସିଂ ସଂସ୍ଥାକୁ ଠାବ କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ସରକାରଙ୍କ ନିଜସ୍ୱ ଇଞ୍ଜିନିୟରିଂ ବିଭାଗ ଏବଂ ଦକ୍ଷ ଇଞ୍ଜିନିୟର ଥାଉଥାଉ କାହିଁକି ଆଉଟ୍‌ସୋର୍ସିଂ ସଂସ୍ଥାକୁ କାମ ଦିଆଯାଇଛି ବୋଲି ପ୍ରଶ୍ନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଚିଠିରେ ସ୍ପଷ୍ଟ ଭାବେ ଲେଖିଛନ୍ତି ଯେ, ଆମର ଯାନ୍ତ୍ରିକ ବିଭାଗ ଗୁଡ଼ିକରେ ସର୍ଭେ, ଅନୁସନ୍ଧାନ, ଡିଜାଇନ, ଏଷ୍ଟିମେଟ୍ ଆଦି ପ୍ରାରମ୍ଭିକ କାର୍ଯ୍ୟଗୁଡ଼ିକ ପାଇଁ ସ୍ୱତନ୍ତ୍ର ଉପବିଭାଗ ଅଛି । କିଛି ବର୍ଷ ପୂର୍ବରୁ ସରକାରୀ ଯନ୍ତ୍ରୀମାନେ ଏ ସମସ୍ତ କାମ ତୁଲାଉଥିଲେ । ଏବେ କାହିଁକି ଆଉଟ୍‌ସୋର୍ସିଂ ମାଧ୍ୟମର ଅଭ୍ୟୁଦୟ ହେଲା ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଗତ ୧୦ ବର୍ଷ ଭିତରେ କେଉଁ ବିଭାଗକୁ, କେଉଁ ବେସରକାରୀ ସଂସ୍ଥାଗୁଡ଼ିକୁ ଆଉଟ୍‌ସୋର୍ସିଂ ମାଧ୍ୟମରେ କେଉଁ ପ୍ରକାର କାମ ଦିଆଯାଇଛି, ତା’ର ତଥ୍ୟ ସଂଗ୍ରହ କରାଯାଇ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ