ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା-ଅବକାରୀ ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟକୁ ସମ୍ପୁଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଗଞ୍ଜେଇ ଚାଷରୁ ନିବୃତ୍ତ ରହିବାକୁ ଅବକାରୀ ମନ୍ତ୍ରୀଙ୍କ ଅପିଲ ରହିଛି । “ଚଳିତ ବର୍ଷ ସର୍ବାଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ବିଭିନ୍ନ ସ୍ଥାନରେ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଯାଉଛି । ମିଛ କହି ସେମାନଙ୍କୁ ଚାଷରେ ନିୟୋଜିତ କରୁଛନ୍ତି । ସେମାନଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି”ବୋଲି ପଥ୍ବୀରାଜ ହରିଚନ୍ଦନ କହିଛନ୍ତି। ପୋଲିସ ସହ ଅବକାରୀ ବିଭାଗର ଆଲୋଚନା ହୋଇଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ