କୋଟିଆ ରେ ରଥ ଟାଣିବେ ରାଜସ୍ବ ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ସୀମାନ୍ତ କୋଟିଆରେ ରଥ ଟାଣିବେ ରାଜସ୍ବ ମନ୍ତ୍ରୀ ! ପ୍ରଥମଥର ପାଇଁ କୋଟିଆରେ ହେବ ରଥଯାତ୍ରା । ଯେଉଁଥରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଏକାଧିକ ମନ୍ତ୍ରୀ ସାମିଲ ହେବେ ।ଆସନ୍ତାକାଲି ସୁଦ୍ଧା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବ । ପୁରୀ ରଥଯାତ୍ରା ପରଦିନ କୋଟିଆରେ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ । ତେବେ କୋଟିଆ ବିବାଦର ସମାଧାନ ପାଇଁ ରାଜସ୍ୱ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି । କମିଟିର ପ୍ରଥମ ବୈଠକ ମଧ୍ୟ ଶେଷ ହୋଇଛି । ରଥଯାତ୍ରାରେ ମନ୍ତ୍ରୀ କୋଟିଆ ଯାଉଥିବା ବେଳେ ସେନେଇ ସମୀକ୍ଷା କରି ପାରନ୍ତି ।

  • jmjnewso

    Related Posts

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ବାଲେଶ୍ୱରରେ ଗସ୍ତରେ ଅଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର। ପୂର୍ବାଞ୍ଚଳ ରେଞ୍ଜରେ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ ଏବଂ ଆଗାମୀ ପାର୍ବଣକୁ ନେଇ ପୂର୍ବାଞ୍ଚଳ ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ…

    Leave a Reply

    Your email address will not be published. Required fields are marked *

    You Missed

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    • By jmjnewso
    • September 13, 2026
    • 5 views
    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    • By jmjnewso
    • September 13, 2026
    • 5 views
    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 38 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 34 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 60 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ