କେନ୍ଦ୍ର ସରକାରଙ୍କ ନୂଆ ନିୟମ: ଏଣିକି ଦୁଇଚକିଆ ଯାନରେ ଲାଗିବ ଟୋଲ ଟ୍ୟାକ୍ସ

Spread the love

ଜେଏମଜେ ବ୍ୟୁରୋ: ଜାତୀୟ ରାଜପଥରେ ଯାତାୟାତ କରୁଥିବା ଦୁଇଚକିଆ ଯାନକୁ ନେଇ ଆସିଛି ଏକ ବଡ଼ ଖବର । ସୂଚନା ମୁତାବକ, ଜାତୀୟ ରାଜପଥର ଟୋଲରେ ଏଣିକି ଦୁଇଚକିଆ ଯାନଗୁଡ଼ିକୁ ମଧ୍ୟ ଟ୍ୟାକ୍ସ ଦେବାକୁ ପଡ଼ିବ । ଜୁଲାଇ ୧୫ ତାରିଖରୁ ଏହି ନିୟମ ଲାଗୁ ହେବ । ସାଧାରଣ ଭାବେ ଦୁଇଚକିଆ ଯାନ କିଣିବା ସମୟରେ ଟୋଲ ଟ୍ୟାକ୍ସ ଆଦାୟ କରାଯାଇଥାଏ ।
ମାତ୍ର ଜାତୀୟ ରାଜପଥରେ ଯାତାୟାତ କରୁଥିବା ଦୁଇଚକିଆ ଯାନଗୁଡ଼ିକ ଠାରୁ ଟୋଲ ଟ୍ୟାକ୍ସ ନିଆଯାଇନଥାଏ । କେବଳ ଚାରି ଚକିବା ଯାନ ବା ଅଧିକ ଚକିଆ ଯାନଗୁଡ଼ିକ ଠାରୁ ଟୋଲ ଟ୍ୟାକ୍ସ ଆଦାୟ କରାଯାଇଥାଏ ।

ଭାରତୀୟ ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନଏଚଏଆଇ) ପାଇଁ କେନ୍ଦ୍ର ସରକାର ଏହି ନିୟମ ଲାଗୁ କରିଛନ୍ତି । ନୂଆ ନିୟମ ମୁତାବକ, ଦୁଇଚକିଆ ଯାନଗୁଡ଼ିକ ପାଇଁ FASTag ମାଧ୍ୟମରେ ଟୋଲ ଭରଣା କରିବାକୁ ପଡ଼ିବ । ଯେଉଁମାନେ ଏହି ନିୟମକୁ ଉଲ୍ଲଂଘନ କରିବେ, ସେମାନଙ୍କ ଠାରୁ ୨ ହଜାର ଟଙ୍କାର ଜରିମାନା ଆଦାୟ କରାଯିବ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ