ରଥଯାତ୍ରା ପରଦିନଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ

Spread the love

ଜେଏମଜେ ବ୍ୟୁରୋ : ରଥଯାତ୍ରା ପରେ ରତ୍ନଭଣ୍ଡାର ମରାମତି
ରଥଯାତ୍ରା ପରଦିନଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ, ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକରେ ଆଲୋଚନା, ବାକିଥିବା ବାହାର ରତ୍ନଭଣ୍ଡାର କାର୍ଯ୍ୟ ମଧ୍ୟ ହାତକୁ ନେବ ASI….ଶ୍ରୀଗୁଣ୍ଡିଚା ଯାତ୍ରା ପରଦିନଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ । ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ASI, ପୁରୀ ମଣ୍ଡଳ କର୍ତ୍ତୃପକ୍ଷ ଏବଂ ସେବକ ନିଯୋଗଙ୍କ ସହ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏନେଇ ଆଲୋଚନା ହୋଇଛି । ସେହିପରି ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଆବଶ୍ୟକୀୟ ସଂରକ୍ଷଣ ତଥା ରକ୍ଷଣାବେକ୍ଷଣ କାର୍ଯ୍ୟ ମଧ୍ୟ ହାତକୁ ନେବ ASI । ବାକି ଥିବା ବାହାର ରତ୍ନଭଣ୍ଡାର କାର୍ଯ୍ୟ ମଧ୍ୟ ହାତକୁ ନେବ । ଗୁରୁତ୍ବପୂର୍ଣ୍ଣ ନୀତିକାନ୍ତି ଦୃଷ୍ଟିରୁ ଗତ ଏପ୍ରିଲ୍ ୨୯ ତାରିଖରୁ ରତ୍ନଭଣ୍ଡାର କାର୍ଯ୍ୟ ସ୍ଥଗିତ ଥିଲା ।

ଏ ବର୍ଷ ଗର୍ଭଗୃହରେ କନକ ମୁଣ୍ଡି ଉପରେ ରହିଥିବା ପୁରୁଣା କାଠଫ୍ରେମ୍ ଜାଲି ବଦଳ କରାଯିବ । ଏହା ବଦଳରେ ସେହି ଯାଗାରେ ଷ୍ଟେନଲେସ୍ ଷ୍ଟିଲର ଫ୍ରେମ୍ ସହିତ ଜାଲି ସ୍ଥାପନ କରାଯିବ । ସେହିପରି ଜୁନ୍ ୨୯ ତାରିଖ ଦିନ ଶ୍ରୀମନ୍ଦିରର ବାର୍ଷିକ ବୈଷୟିକ ନିରୀକ୍ଷଣ ମଧ୍ୟ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ବୈଷୟିକ କମିଟି ଅଧ୍ୟକ୍ଷ ପ୍ରଫେସର ଏସ୍. କେ. ଭଟ୍ଟାଚାର୍ଯଙ୍କ ନେତୃତ୍ଵରେ ଶ୍ରୀମନ୍ଦିର ପ୍ରଶାସନ, ASI ଏବଂ ପୂର୍ତ୍ତ ବିଭାଗର ମିଳିତ ଟମ୍ ଏହି ନିରୀକ୍ଷଣ କରିବେ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ