କଡା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀକ୍ଷେତ୍ର, ଉତ୍ତରା ଛକ ଠାରୁ ପୁରୀ ୨୭୫ଟି AI ସିସିଟିଭି କ୍ୟାମେରା:ସୁରକ୍ଷା ଦାୟିତ୍ୱରେ ୧୦ହଜାର ପୋଲିସ କର୍ମଚାରୀ

Spread the love

ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏବେ ଠାରୁ କଡା ସୁରକ୍ଷା ବଳୟ ମଧ୍ୟରେ ରହିଛି ଶ୍ରୀକ୍ଷେତ୍ର ପୁରୀ । ରଥଯାତ୍ରା ଲାଗି ଭୁବନେଶ୍ୱର ଉତ୍ତରା ଛକ ଠାରୁ ପୁରୀ ପର୍ଯ୍ୟନ୍ତ ୨୭୫ଟି AI ସିସିଟିଭି କ୍ୟାମେରା ଲଗାଯାଇଛି । ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ନିୟନ୍ତ୍ରଣ ଲାଗି ପୁରୀ ଟାଉନ ଥାନା ରେ ଖୋଲାଯାଇଛି ସ୍ୱତନ୍ତ୍ର ଇଣ୍ଟିଗ୍ରେଟେଡ଼ କମାଣ୍ଡ କଂଟ୍ରୋଲ ରୁମ ।

୨୪ଘଣ୍ଟିଆ ଏହି କଣ୍ଟ୍ରୋଲ ରୁମରୁ ସୁରକ୍ଷା କର୍ମୀ ନଜର ରଖିବେ । ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ହ୍ବାଟସଆପରେ ଟ୍ରାଫିକ ସଂପର୍କିତ ସୂଚନା ପ୍ରଦାନ କରାଯିବ । ଘୋଷ ଯାତ୍ରାରେ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି ୧୦ହଜାର ପୋଲିସ କର୍ମଚାରୀ । ଆଜି ରାତିରୁ ଟ୍ରାଫିକ କଟକଣା ଜାରି ହେବ ।

  • jmjnewso

    Related Posts

    IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ । ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ବ ବୁଝିବେ ସୌମେନ୍ଦ୍ର ପ୍ରିୟଦର୍ଶୀ । ନୀତିକାନ୍ତି ଓ ଉତ୍ସବ ପାଳନ ବେଳେ ପୋଲିସ୍‌ ବ୍ୟବସ୍ଥା ଦେଖିବେ । ରବିବାର…

    ଶରଧାବାଲି ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ, ଏସ୍‌ପି ଏବଂ ଦୁଇ ଅଧିକାରୀ ନିଲମ୍ବିତ

    Spread the love

    Spread the loveଅଘଟଣ ପରେ ଆକ୍ସନ । ପୁରୀ ଶରଧାବାଲି ଦଳଚକଟା ଘଟଣାରେ ରାଜ୍ୟସରକାରଙ୍କ କଠୋର ଆକ୍ସନ । ଅଘଟଣ ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁଙ୍କ ବଦଳରେ ଚଞ୍ଚଳ ରଣାକୁ…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!