ଉଛେଦ ହେଲା “ସ୍ୱତନ୍ତ୍ର ଉନ୍ନୟନ ପରିଷଦ’..

Spread the love

ଜେଏମଜେ ବ୍ୟୁରୋ :ବିଜେଡି ସରକାର ସମୟରେ ଗଠନ ହୋଇଥିବା ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’କୁ ଆଜି ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତାକୁ ମଧ୍ୟ ରାଜ୍ୟ ସରକାର ସମାପ୍ତ କରିଛନ୍ତି ।
୨୦୧୭ ମସିହାରେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଏବଂ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ’ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ ବା ସ୍ପେଶାଲ ଡେଭଲପମେଂଟ କାଉନସିଲ(ଏସଡିସି) ଗଠନ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏ ସଂକ୍ରାନ୍ତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 20 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ