କେଉଁ ଭିଆଇପିଙ୍କ ପାଇଁ ମହାପ୍ରଭୁଙ୍କୁ ଅପେକ୍ଷା କରିବାକୁ ପଡୁଛି: ପିସିସି ସଭାପତି

Spread the love


ଜେଏମଜେ ବ୍ୟୁରୋ : ଏଥର ରଥଯାତ୍ରାର ଆୟୋଜନ ଅନ୍ୟ ବର୍ଷ ଅପେକ୍ଷା ଅଧିକ ଭଲ ହୋଇଥିଲା ବୋଲି ସରକାର ବାହାସ୍ଫୋଟ ମାରୁଥିଲେ । ତା’ସତ୍ତେ୍ୱ ରଥ ଚାଲିଲା ନାହିଁ । ରାଜ୍ୟର କୋଟି କୋଟି ଜଗନ୍ନାଥ ବିଶ୍ୱାସୀ ଭକ୍ତ ଏହାଦ୍ୱାରା ଗଭୀର ଭାବେ ମାନସିକ ଆଘାତ ପାଇଛନ୍ତି । ସବୁକିଛି ଠିକଠାକ୍ ଥିବାବେଳେ କେଉଁ କାରଣ ପାଇଁ ସରକାର ରାଜ୍ୟବାସୀଙ୍କ ଭାବାବେଗ ସହ ଖେଳିଲେ, ସେ ନେଇ ନିଜେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ଦାବି କରିଛନ୍ତି ।
କେଉଁ ଭିଆଇପିଙ୍କ ପାଇଁ ସରକାର ମହାପ୍ରଭୁଙ୍କର ରଥକୁ ଆଗକୁ ନ ନେଇ ଅପେକ୍ଷା କରାଇଛନ୍ତି ବାଲି ସେ ପ୍ରଶ୍ନ କରିଛନ୍ତି ।ଏକ ପ୍ରେସ ବିବୃତିରେ ଶ୍ରୀ ଦାସ କହିଛନ୍ତି, ଏହି ଭୁଲ ପାଇଁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ କିମ୍ୱା ଗଜପତି ପ୍ରଭୁଙ୍କ ପାଖରେ କ୍ଷମା ମାଗି ଓଡ଼ିଶାବାସୀଙ୍କୁ ଅଧିକ କ୍ଷତିରୁ ରକ୍ଷା କରନ୍ତୁ । ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ଅନୁରୂପ ଦାବି କରିଛନ୍ତି ।

  • jmjnewso

    Related Posts

    IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ । ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ବ ବୁଝିବେ ସୌମେନ୍ଦ୍ର ପ୍ରିୟଦର୍ଶୀ । ନୀତିକାନ୍ତି ଓ ଉତ୍ସବ ପାଳନ ବେଳେ ପୋଲିସ୍‌ ବ୍ୟବସ୍ଥା ଦେଖିବେ । ରବିବାର…

    ଶରଧାବାଲି ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ, ଏସ୍‌ପି ଏବଂ ଦୁଇ ଅଧିକାରୀ ନିଲମ୍ବିତ

    Spread the love

    Spread the loveଅଘଟଣ ପରେ ଆକ୍ସନ । ପୁରୀ ଶରଧାବାଲି ଦଳଚକଟା ଘଟଣାରେ ରାଜ୍ୟସରକାରଙ୍କ କଠୋର ଆକ୍ସନ । ଅଘଟଣ ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁଙ୍କ ବଦଳରେ ଚଞ୍ଚଳ ରଣାକୁ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ