ଶାରଧାବାଲି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ଷମା ପ୍ରାର୍ଥନା.

Spread the love

ଜେଏମଜେ ବ୍ୟୁରୋ : ଶରଧାବାଲିରେ ରଥାରୂଢ଼ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ଠେଲାପେଲା ଘଟଣା। ପୁରୀ ଅଘଟଣକୁ ନେଇ ଏକ୍ସରେ ପୋଷ୍ଟ କରି ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଅଘଟଣ ଘଟିଛି। ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ।
ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।
ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ