ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କଲେ ଉପ ମୁଖ୍ୟମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ସୁଭଦ୍ରା’ ଯୋଜନା ପାଇଁ ସେପ୍ଟେମ୍ବର ୧ ତାରିଖଠାରୁ ଆବେଦନ ଆରମ୍ଭ ହୋଇଛି। ଏହି ଯୋଜନାର ଲାଭ ପାଇବା ପାଇଁ ଅଙ୍ଗନବାଡି କେନ୍ଦ୍ର, ବ୍ଲକ୍‌ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଦେଖିବାକୁ ମିଳୁଛି ଅସମ୍ଭାଳ ଭିଡ଼। ଆଉ ଏହାରି ମଧ୍ୟରେ ଗତକାଲି ମଧ୍ୟ ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରାଯାଇଛି।
ତେବେ ଲୋକମାନେ ଫର୍ମ ପୂରଣ କରୁଥିଲେ ମଧ୍ୟ ଏବେ ଦାଖଲ ଆରମ୍ଭ ହୋଇନାହିଁ।
ଯାହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଆସନ୍ତାକାଲି ଅର୍ଥାତ ୪ ସେପ୍ଟେମ୍ୱର ସନ୍ଧ୍ୟାରୁ ସୁଭଦ୍ରା ଯୋଜନା ଫର୍ମ ଦାଖଲ ଆରମ୍ଭ ହେବ। ସୁଭଦ୍ରା ଯୋଜନା ଫର୍ମ ପୂରଣ ପରେ ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ। ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ଦ୍ୱାରା ନିରୂପିତ ସ୍ଥାନ ଓ କାର୍ଯ୍ୟାଳୟରେ ଫର୍ମ ଦାଖଲ କରାଯିବ। ଅନ୍ୟପଟେ ଏହି ଯୋଜନାର ଲାଭ ପାଇବା ପାଇଁ ଲୋକମାନେ ଭିଡ ଜମାଉଥିବା ବେଳେ କିଛି ଲୋକ ଆବେଦନ ଶେଷ ହୋଇଯିବ ବୋଲି କହି ଅଧିକ ଭୟଭିତ କରୁଥିବା ନଜର ଆସିଛି। ଯାହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ ପର୍ଯ୍ୟନ୍ତ ଶେଷ ହିତାଧିକାରୀ ପଇସା ପାଇ ନାହାନ୍ତି ସେ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲୁ ରହିବ। ଏନେଇ ଲୋକ ଚିନ୍ତିତ ହୁଅନ୍ତୁ ନାହିଁ। ସେପଟେ ସୁଭଦ୍ରା ଯୋଜନାର ୱେବସାଇଟ ଜାମ ହେବାକୁ ନେଇ ପ୍ରତିକ୍ରିୟା ରଖି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ଯୋଜନା ଏତେ ହାଇଲାଇଟ ହୋଇଛି ଯେଉଁଥିପାଇଁ ଜାମ ହେଉଛି।

  • Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026