ପୁରୀରେ ଦଳାଚକଟା ଘଟଣା, ବଳି ପଡିବେ କି ବଡ ଅଫିସର, ପ୍ରଶାସନିକ ଅବହେଳା କହିଲେ ଆଇନ ମନ୍ତ୍ରୀ.

Spread the love

ପୁରୀ :(ଜେଏମଜେ ବ୍ୟୁରୋ ): ଖୁବ ଶୀଘ୍ର ବଳିପଡିବେ ବଡ ଅଫିସର। ପୁରୀରେ ହୋଇଥିବା ଦଳଚକଟା ଘଟଣାରେ ପ୍ରଶାସନର ଅବହେଳା ନେଇ ସରକାର ଏହି ପଦକ୍ଷେପ ଗ୍ରହଣ କରୁଛନ୍ତି। ଖୁବ ଶିଘ୍ର ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଆଜି ପୁରୀ ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ମନ୍ତ୍ରୀ। ସେ କହିଛନ୍ତି ଯାହା ବି ଘଟଣା ଘଟିଛି ତାହା ପ୍ରଶାସନର ଅବହେଳା…ଏ ନେଇ ମୁଖ୍ୟମନ୍ତ୍ରୀ ତଦନ୍ତ ଘୋଷଣା ମଧ୍ୟ କରିଛନ୍ତି। ତେବେ ସେ ବାରମ୍ବାର ଗୋଟିଏ କଥା କହିଥିଲେ ଯେ, ଏହି ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତି କରିସାରିଛନ୍ତି। ଖୁବ ଶିଘ୍ର ଘୋଷଣା କରିବେ। ଫଳରେ ଏହା ନିଶ୍ଚିତ ଯେ, କେହି ଜଣେ ବଳି ପଡିବେ।

ତେବେ ଆଇନ ମନ୍ତ୍ରୀଙ୍କ କହିବା କଥା ଯେ, ଗତକାଲି ରାତିରୁ ଭକ୍ତମାନେ ଶରଧାବାଲିରେ ଶୋଇଥିଲେ। ତେବେ ପହଡ ଖୋଲିବା ପରେ ପଛରେ ଥିବା ଭକ୍ତମାନେ ମାଡି ଆସିବାରୁ ଯେଉଁମାନେ ଶୋଇଥିଲେ ସେମାନେ ଉଠିପାରି ନ ଥିଲେ। ଫଳରେ ଏପରି ଦୁର୍ଘଟଣା ଘଟି ତିନି ଜଣଙ୍କର ମୃତ୍ୟୁ ହୋଇଥିବାର ସେ ସ୍ବୀକାର କରିଥିଲେ। ତେବେ ଯେଉଁମାନେ ଆହତ ହୋଇଛନ୍ତି ସେମାନେ ବିପଦ ମୁକ୍ତ ହୋଇଛନ୍ତି ବୋଲି ସେ କହିଛନ୍ତି।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…