ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ

Spread the love

ଭୁବନେଶ୍ୱର :(ଜେଏମଜେ ନ୍ୟୁଜ ): ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ । ବିଜେପି ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ସ୍ଥଗିତ ରହିଥିବା ଜଣାପଡିଛି । ପୁରୀ ଅଘଟଣ ପାଇଁ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ ତଥା ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ।ଆସନ୍ତାକାଲି ନାମାଙ୍କନ ଭରି ଥାଆନ୍ତେ ଦଳର ରାଜ୍ୟ ସଭାପତି ଆଶାୟୀ ।

ମଙ୍ଗଳବାର ବିଜେପିର ସଭାପତି ଘୋଷଣା ହୋଇ ଥାଆନ୍ତା । ବର୍ତ୍ତମାନ ରାଜ୍ୟ ବିଜେପି ସଭାପତି ଭାବେ ମନମୋହନ ସାମଲ ଦାୟିତ୍ବରେ ଥିବା ବେଳେ କିଏ ହେବ ପରବର୍ତ୍ତୀ ରାଜ୍ୟ ବିଜେପିର ନୂଆ ସଭାପତି ଏହା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏବେ ଏହାକୁ ସ୍ଥଗିତ ରଖାଯାଇଛି ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…