୩୦ ଆଇଏଏସଙ୍କୁ ମିଳିଲା ୩୦ ଜିଲ୍ଲା ଦାୟିତ୍ୱ

Spread the love

ଜେଏମଜେ ବ୍ୟୁରୋ : ୩୦ ଆଇଏଏସଙ୍କୁ ମିଳିଲା ୩୦ ଜିଲ୍ଲା ଦାୟିତ୍ୱ…ଏଣିକି ଗାଁ କୁ ଗାଁ ବୁଲିବେ ସରକାରୀ ଅଧିକାରୀ । ୩୦ ଆଇଏଏସଙ୍କୁ ମିଳିଛି ୩୦ ଟି ଜିଲ୍ଲା ଦାୟିତ୍ୱ । ସମସ୍ତ ଜିଲ୍ଲାର ଗାଁ କୁ ଗାଁ ବୁଲି କରିବେ ସରକାରୀ କାମର ତଦନ୍ତ । ସରକାରଙ୍କ ସମସ୍ତ ଯୋଜନା ଏବଂ କାର୍ଯ୍ୟ ସଠିକ୍ ଭାବେ ହେଉଛି କି ନାହିଁ ତାର ତଦାରଖ କରିବେ ୩୦ ଆଇଏଏସ ଅଧିକାରୀ । ସମସ୍ତ ବିଭାଗକୁ ଉନ୍ନୟନ କମିଶନରଙ୍କ ପକ୍ଷରୁ ଚିଠି ପଠାଯାଇଛି.

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 29 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ