BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: BJPର ୫ ଜଣ ନିଲମ୍ବିତ

Spread the love

ଜେଏମଜେ ବ୍ୟୁରୋ : ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ମାଡ଼ମାରିବା ଘଟଣାରେ ବିଜେପି ଦଳରୁ ୫ ଜଣଙ୍କୁ ସସପେଣ୍ଡ କରାଯାଇଛି ।
କର୍ପୋରେଟର ଅପରୂପ ନାରାୟଣ ରାଉତ ସସପେଣ୍ଡ । ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନଙ୍କୁ ସସପେଣ୍ଡ କରାଯାଇଛି । ସଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ ମଧ୍ୟ ଦଳରୁ ନିଲମ୍ବନ କରାଯାଇଛି ।

ବିଏମସି କାର୍ଯ୍ୟାଳୟରେ ବିଶୃଙ୍ଖଳା ସମ୍ପୃକ୍ତି ଅଭିଯୋଗରେ ଦଳ ପକ୍ଷରୁ ଏମାନଙ୍କୁ ନିଲମ୍ବନ କରାଯାଇଛି ।
ଏହାକୁ ପ୍ରତିବାଦ କରି ଆଜି ବିଏମସି କର୍ମଚାରୀମାନେ କଳା ବ୍ୟାଚ ବାନ୍ଧି କାର୍ଯ୍ୟ ବନ୍ଦ ଡାକରା ଦେଇଛନ୍ତି। ଘଟଣାକୁ ନେଇ ରାଜ୍ୟ ରାଜନୀତି ମଧ୍ୟ ବେଶ ସରଗରମ ହେବାରେ ଲାଗିଛି ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 18 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 25 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 23 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 11 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର