ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ ନିଲମ୍ବିତ

Spread the love

ଜେଏମଜେ ବ୍ୟୁରୋ : ଦୁର୍ନୀତି ପାଇଁ ନିଲମ୍ବିତ ହେଲେ ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ। ଜଟଣୀ ସଵରେଜିଷ୍ଟର ଥିବା ବେଳେ ଦୁର୍ନୀତି ପାଇଁ ତାଙ୍କୁ ନିଲମ୍ବିତ କରାଯାଇଛି। ରାଜସ୍ୱ ବିଭାଗ ତାଙ୍କୁ ନିଲମ୍ବନ କରିଛି ।

ସେ ସଵ ରେଜିଷ୍ଟର ଥିବା ବେଳେ ବେଆଇନ ଭାବେ ହୋମ ଭିଜିଟ କରି କରିଥିଲେ ଜମି ରେଜିଷ୍ଟ୍ରେସନ। ମାର୍ଚ୍ଚ ୨୦୨୩ରୁ ମେ ୨୦୨୫ ଭିତରେ ଜଟଣୀ ସବରେଜିଷ୍ଟର ଥିବା ବେଳେ ୩୨୨ ଥର Home visit କରି ରେଜିଷ୍ଟ୍ରେସନ କରିଥିଲେ।

ଏମିତିକି ବିନା ଅନୁମତିରେ ମଧ୍ୟ ଜିଲ୍ଲା ବାହାରକୁ ଯାଇ ରେଜିଷ୍ଟ୍ରେସନ କରିଥିଲେ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ। ଏଭଳି ଅଭିଯୋଗ ହେବା ପରେ ରାଜସ୍ୱ ବିଭାଗ ତାଙ୍କୁ ନିଲମ୍ବନ କରିଛି।

  • jmjnewso

    Related Posts

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ବାଲେଶ୍ୱରରେ ଗସ୍ତରେ ଅଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର। ପୂର୍ବାଞ୍ଚଳ ରେଞ୍ଜରେ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ ଏବଂ ଆଗାମୀ ପାର୍ବଣକୁ ନେଇ ପୂର୍ବାଞ୍ଚଳ ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ…

    Leave a Reply

    Your email address will not be published. Required fields are marked *

    You Missed

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 33 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    • By jmjnewso
    • September 13, 2026
    • 65 views
    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    • By jmjnewso
    • September 13, 2026
    • 19 views
    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    • By jmjnewso
    • September 13, 2026
    • 40 views
    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 43 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 38 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ