ଲୋକସେବା ଭବନରେ OAS ସଂଘର ବୈଠକ, ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ

Spread the love

ଭୁବନେଶ୍ୱର :(ଜେଏମଜେ ନ୍ୟୁଜ ): ଲୋକସେବା ଭବନରେ OAS ସଂଘର ବୈଠକ । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ସରକାରଙ୍କୁ ମହଲତ ଦେଲେ OAS ସଂଘ । ଘଟଣା ପଛରେ ଥିବା ମୁଖ୍ୟ ଅଭିଯୁକ୍ତକୁ ଗିରଫ ପାଇଁ ଦାବି ହୋଇଛି। ଗିରଫ ନହେଲେ ଆସନ୍ତାକାଲି ପୁଣି ବୈଠକ ବସିବା ସହ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।
ସେପଟେ ଓଏଏସ ଅଧିକାରୀଙ୍କୁ ନିସ୍ତୁକ ମାଡ଼ ଘଟଣାକୁ ନିନ୍ଦା କରିଛି ରାଜ୍ୟ ଓଏଏସ ସଂଘ ।
ବିଭିନ୍ନ ଜିଲ୍ଲାର ଓଏଏସ ସଂଘ ସମୁହ ଛୁଟିରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି । ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଯାଇଛନ୍ତି ୧୨ ଜିଲ୍ଲାର ଓଏଏସ ଏବଂ ଓଆରଏସ ଅଧିକାରୀ ।

କଟକ, ଗଞ୍ଜାମ, ଭଦ୍ରକ , ବାଲେଶ୍ୱର, ସୁବର୍ଣ୍ଣପୁର, ଜଗତସିଂହପୁର, ବଲାଙ୍ଗୀର, ମୟୂରଭଞ୍ଜ, ରାୟଗଡ଼ା, ନବରଙ୍ଗପୁର, ଯାଜପୁର, ଗଜପତି ଏବଂ ସମ୍ବଲପୁର ଜିଲ୍ଲାର OAS ଅଫିସର ସମୂ ଛୁଟିରେ ଯାଇଛନ୍ତି । ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏନେଇ ଆଲୋଚନା କରିଛି ରାଜ୍ୟ ଓଏଏସ ସଂଘ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 3 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ