୧୧ରେ ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ

Spread the love


ଜେଏମଜେ ବ୍ୟୁରୋ : ୧୧ ତାରିଖରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଏନେଇ ସୂଚନା ଦେଲେ ପିସିସି ସଭାପତି ଭକ୍ତଚରଣ ଦାସ। ପୂର୍ବରୁ ଜୁଲାଇ ୯ ତାରିଖରେ ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ ବୋଲି କୁହାଯାଉଥିଲା।
କିନ୍ତୁ ବର୍ତ୍ତମାନ ଏହି ତାରିଖ ପରିବର୍ତ୍ତନ ହୋଇଛି। ୧୧ ଜୁଲାଇରେ ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ। ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଓଡ଼ିଶା ଗସ୍ତ କରିପାରନ୍ତି ବୋଲି କୁହାଯାଉଛି।ଭୁବନେଶ୍ୱରରେ କଂଗ୍ରେସ ତରଫରୁ ହେବାକୁ ଯାଉଛି ବଡ଼ ସମାବେଶ; ଯେଉଁଥିରେ ସାମିଲ ହେବେ ରାହୁଲ ଗାନ୍ଧୀ ଓ ଦଳୀୟ ଅଧ୍ୟକ୍ଷ ।

ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ବର୍ଷକର ସରକାର ବିଫଳତାକୁ ନେଇ ଏହି ସମାବେଶ କରିବ କଂଗ୍ରେସ । ଜୁଲାଇ ୯ ପରିବର୍ତ୍ତେ 11ରେ ରାହୁଲ ଗାନ୍ଧୀ ଓଡ଼ିଶାରେ ଆସି ପହଞ୍ଚିବେ.ଅନେକ ଦିନ ଧରି ରାହୁଲ ଗାନ୍ଧୀ ଓଡ଼ିଶା ଆସିନାହାନ୍ତି। ଦୀର୍ଘ ଦିନ ପରେ ରାହୁଲ ଓଡ଼ିଶା ଆସୁଥିବା କହିଛନ୍ତି, ରାଜ୍ୟ ପିସିସି ସଭାପତି ଭକ୍ତ ଦାସ ।

  • jmjnewso

    Related Posts

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପୁଣି ବିଜେଡିର ଆଭିମୁଖ୍ୟ ନେଇ ବଢିଲା ଚର୍ଚ୍ଚାସଂସଦରେ ବିଜେଡିର ଆଭିମୁଖ୍ୟ ନେଇ ଏବେ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା । ଯେଉଁ ବିଜେଡି ଦିନେ କଂଗ୍ରେସ ଓ ବିଜେପିଠାରୁ ସମଦୂରତା ରକ୍ଷା…

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି । ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଗଠନ ହୋଇଛି ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ଆଜି ବିଧିବଦ୍ଧ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର