ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Spread the love

ଜେଏମଜେ ବ୍ୟୁରୋ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୧୪ ତାରିଖ ଦିନ ଓଡ଼ିଶା ଆସି ପହଞ୍ଚିବେ ରାଷ୍ଟ୍ରପତି ମୁର୍ମୁ। ଏହାପରେ ନିଜ କାର୍ଯ୍ୟକ୍ରମରେ ଯୋଗ ଦେବେ।
ଅର୍ଥାତ୍ ୧୪ ଓ ୧୫ ତାରିଖ ଦୁଇ ଦିନ ଓଡ଼ିଶାରେ ରହିବେ ରାଷ୍ଟ୍ରପତି। ପ୍ରଥମ ଦିନ ବା ଜୁଲାଇ ୧୪ ତାରିଥ ଦିନ ଭୁବନେଶ୍ୱରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।
ଯେପରିକି ଭୁବନେଶ୍ୱରରେ ଏମ୍ସ ସମାବର୍ତ୍ତନା ଉତ୍ସବରେ ଯୋଗ ଦେବେ।

ସେହିପରି ଜୁଲାଇ ୧୫ ତାରିଖ ଦିନ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି। ଶ୍ରୀମତି ମୁର୍ମୁ ୧୫ ତାରିଖ ଦିନ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ।ଏହାସହ ରେଭେନ୍ସା ବାଳିକା ବିଶ୍ୱବିଦ୍ୟାଳୟର କରିବେ ଶିଳାନ୍ୟାସ। କେବଳ ସେତିକି ନୁହେଁ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ କଟକର କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ।

  • jmjnewso

    Related Posts

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    Spread the love

    Spread the loveଜେଏମଜେ ବ୍ୟୁରୋ : ଆସନ୍ତାକାଲି ପବିତ୍ର ଗଣେଶ ଚତୁର୍ଥୀ। ଧରାପୃଷ୍ଠକୁ ଓହ୍ଲାଇବେ ବିଘ୍ନହର୍ତ୍ତା, ସିଦ୍ଧିଦାତା ପ୍ରଭୁ ଶ୍ରୀଗଜାନନ। ବାପ୍ପାଙ୍କ ଆଗମନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଶେଷ ପର୍ୟ୍ୟାୟରେ ପହଞ୍ଚିଛି ପୂଜା ମଣ୍ଡପର ସାଜସଜ୍ଜା, ମୂର୍ତ୍ତି…

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    Spread the love

    Spread the loveଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶାସନ ଏବଂ ଜନସେବାର ୨୫ ବର୍ଷ ପୂରଣ କରୁଛନ୍ତି। ଏହି ଅବସରରେ ୧୭ ସେପ୍ଟେମ୍ବରରୁ ୧୭ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ସାରା ଦେଶରେ “ସେବା ସଂକଳ୍ପ ଅଭିଯାନ” ଆରମ୍ଭ ହେବ।…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 6 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ