ରାଜ୍ୟରେ ଓଏଏସ ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ ଡାକିଲେ ଜରୁରୀ ବୈଠକ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟରେ ଓଏଏସ ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏକ ଜରୁରୀ ବୈଠକ ଡାକିଛନ୍ତି । ଏନେଇ ଲୋକସେବା ଭବନରେ ଜରୁରୀ ବୈଠକ ଆରମ୍ଭ ହୋଇଛି । ବୈଠକରେ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଓ ବିଭୂତି ଜେନାଙ୍କ ସମେତ ଅନ୍ୟ ମନ୍ତ୍ରୀ ଓ ଅଧିକାରୀ ଉପସ୍ଥିତ ଥିବା ଜଣାଯାଇଛି । ପ୍ରକାଶ ଯେ ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ପରେ ସମୂହ ଛୁଟିରେ ଓଏଏସ୍ ଅଧିକାରୀ ।
ଯାହାର ପ୍ରଭାବ ଆଜି ଦେଖିବାକୁ ମିଳିଛି । ଅଫିସ୍‌ରେ ନାହାନ୍ତି ଅଫିସର । ସବୁ ଅଫିସ୍‌ ଏବେ ଖାଁ ଖାଁ । ଅଫିସ୍‌ ଆଗରେ ଲୋକଙ୍କ ଗହଳି ଲାଗିଥିବା ବେଳେ ଶାସନ ବ୍ୟବସ୍ଥା ଠପ୍ ହୋଇପଡ଼ିଛି । ଫଳରେ ଲୋକେ ନିରାଶ ହେଉଛନ୍ତି। ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ କାର୍ପଟଦାରଙ୍କ ଗିରଫ ଦାବି କରିଛି ଓଏଏସ୍‌ ସଂଘ। ଆଜି ସୁଦ୍ଧା କାର୍ପଟଦାରଙ୍କୁ ଗିରଫ କରି କାର୍ୟ୍ୟାନୁଷ୍ଠାନ ନନେଲେ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଓଏଏସ୍ ସଂଘ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 3 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ