ତେଲେଙ୍ଗାନା କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ପ୍ରାଣ ହରାଇଲେ ୪ ଓଡ଼ିଆ, ଆଉ ୪ ଗୁରୁତର!

Spread the love

ଜେଏମଜେ ବ୍ୟୁରୋ : ତେଲେଙ୍ଗାନା କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି ୪ ଓଡ଼ିଆ। ଏପର୍ଯ୍ୟନ୍ତ ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ବେଳେ ଆହୁରି ୪ ଓଡ଼ିଆ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସାଧିନ ଅଛନ୍ତି। ମୃତକମାନେ ହେଲେ ଗଂଜାମର ଜଗନ ମୋହନ, କଟକ ତିଗିରିଆର ଲଗ୍ନିଜିତ ଦୁଆରୀ, ବାଲେଶ୍ବରର ମନୋଜ ରାଉତ ଏବଂ ଯାଜପୁରର ଦୋଳଗୋବିନ୍ଦ ସାହୁ। ଏ ନେଇ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ଓଏସଡି ପ୍ରୀତିଶ ପଣ୍ଡା ସୂଚନା ଦେଇଛନ୍ତି। ଓଡ଼ିଶା ସରକାରଙ୍କ ପକ୍ଷରୁ ଦୁଇ ଜଣିଆ ଟିମ୍ ଘଟଣାସ୍ଥଳ ଗସ୍ତ କରିଥିବା ବେଳେ ଏ ସୂଚନା ସାମ୍ନାକୁ ଆସିଛି।ତେଲେଙ୍ଗାନା କେମିକାଲ ଫ୍ୟାକ୍ଟ୍ରିରେ ପ୍ରାଣ ହରାଇଛନ୍ତି ୪ ଜଣ ଓଡ଼ିଆ । ଏପର୍ଯ୍ୟନ୍ତ ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ କରାଯାଇଛି । ଆହୁରି ୪ ଓଡ଼ିଆ ଗୁରୁତର, ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ଓଏସଡି ସୂଚନା ଦେଇଛନ୍ତି । 

  • jmjnewso

    Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026