ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି

Spread the love

ଭୁବନେଶ୍ୱର(ଜେଏମଜେ ନ୍ୟୁଜ ): ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ । OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା ।
ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ କାହାରିକୁ ବି ଛଡା ଯିବନି । ଯିଏ ବି ଏ କାଣ୍ଡ କରେଇଛି ସମସ୍ତଙ୍କୁ ଗିରଫ କରାଯିବ, କାର୍ଯ୍ୟାନୁଷ୍ଠାନ ହେବ । ଏହା ସହ ଓଏଏସ ଅଧିକାରୀଙ୍କ ଆନ୍ଦୋଳନର ଖୁବ୍ ଶୀଘ୍ର ସମାଧାନ ହେବ ବୋଲି କହିଛନ୍ତି ।

ଲୋକସେବା ଭବନରେ ବିଭିନ୍ନ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ବୈଠକରେ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ନିତ୍ୟାନନ୍ଦ ଗଣ୍ଡ, ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୁରଜ ଉପସ୍ଥିତ ଥିଲେ । ସମୂହ ଛୁଟି ନେଲେ ବିଭିନ୍ନ ବିଭାଗରେ ଅସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 3 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ